Posted inଜାତୀୟ

ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ସବୁଦିନ ପାଇଁ ମନେ ରହିବେ କଲାମ: ମୋଦି

ନୂଆଦିଲ୍ଲୀ,୧୫ ।୧୦: ମିଶାଇଲ ମ୍ୟାନ, ଭାରତ ରତ୍ନ ତଥା ଭାରତର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ୯୦ତମ ଜନ୍ମଦିନରେ ଦେଶ ତାଙ୍କୁ ମନେ ପକାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି କହିଛନ୍ତି କଲାମ ଦେଶବାସୀଙ୍କ ପ୍ରେରଣାର ଉତ୍ସଭାବେ ସବୁଦିନ ପାଇଁ ମନେ ରହିବେ । ଭାରତକୁ ଶକ୍ତ, ସମୃଦ୍ଧିଶାଳୀ ଓ ସମର୍ଥ ବା ପାରଙ୍ଗମ କରିବାକୁ ମିଶାଇଲ ମ୍ୟାନ ତାଙ୍କ ଜୀବନକୁ ଉତ୍ସର୍ଗ କରି ଦେଇଥିଲେ । ଲୋକଙ୍କ ରାଷ୍ଟ୍ରପତି ଭାବେ ପରିଚିତ ଥିବା କଲାମ ଜଣେ ଏରୋସ୍ପେଶ ସାଇଣ୍ଟିଷ୍ଟ ହୋଇ ଦେଶର ଦୁଇଟି ମୁଖ୍ୟ ରିସର୍ଚ୍ଚ ଅର୍ଗାନାଇଜେଶନ ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ(ଡିଆର୍ ଡିଓ) ଓ ଇଣ୍ଡିଆନ୍ ସ୍ପେଶ ରିସର୍ଚ୍ଚ ଅର୍ଗାନାଇଜେଶନ(ଇସ୍ରୋ)ରେ କାମ କରିଛନ୍ତି । ମିଶାଇଲ କ୍ଷେତ୍ରରେ ଭାରତକୁ ତାଙ୍କର ଅବଦାନ ଅତୁଳନୀୟ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri