କେଜରିୱାଲଙ୍କ ଗିରଫକୁ ଆପ୍‌ର ବିରୋଧ

ସମ୍ବଲପୁର,୨୨ା୩(ପ୍ରମୋଦ ବହିଦାର): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀଙ୍କୁ ଆମ ଆଦ୍‌ମୀ ପାର୍ଟି (ଆପ୍‌) ସମ୍ବଲପୁର ଶାଖା ପକ୍ଷରୁ ବିରୋଧ କରାଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି ଆପ୍‌ ଏହାକୁ ଗଣତନ୍ତ୍ରର ହତ୍ୟା ଭାବେ ଅଭିହିତ କରିଛି।

ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବାହ୍ନରେ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦୁଇବର୍ଷରୁ ଊର୍ଦ୍ଧ୍ୱ ପୁରୁଣା ମାମଲାରେ ଆପ୍‌ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଗିରଫ କରିବା ପଛରେ ଦିଲ୍ଲୀର ନିର୍ବାଚିତ ସରକାରଙ୍କୁ ଗାଦିଚ୍ୟୁତ କରିବା ପାଇଁ କ୍ଷମତାସୀନ ସରକାରଙ୍କ ଏକ ହୀନ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି। ଏ ନେଇ ଆପ୍‌ ସମ୍ବଲପୁର ଜିଲା ସଂଯୋଜକ ଲାଲମଣି ଲୁଗୁନ, ବିରେନ୍ଦ୍ର ପାଣିଗ୍ରାହୀ, ଭୁପେନ ସାହୁ, ଜୟକୃଷ୍ଣ ଓରାମ, କୁଞ୍ଜ ରୋହିଦାସ, ରଜନୀରଞ୍ଜନ ପଟ୍ଟନାୟକ, ସ୍ବପ୍ନିଳ ମିଶ୍ର, ଦୀପକ କୁମାର ସହାୟ, ମହମ୍ମଦ ଆଲ୍ଲାଦିନ ସିଦ୍ଦିକି ପ୍ରମୁଖ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri