ଆମେରିକା ସଂସଦକୁ ସମ୍ବୋଧନ କଲେ ଜେଲେନସ୍କି

ମସ୍କୋ,୧୬।୩: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ବୁଧବାର ଆମେରିକା କଂଗ୍ରେସ କିମ୍ବା ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜେଲେନସ୍କି ସିଧାସଳଖ ସହାୟତା ପାଇଁ ଆମେରିକାକୁ ନିବେଦନ କରିଛନ୍ତି। ୟୁକ୍ରେନକୁ ଏହି ସମୟରେ ଆମେରିକାର ଆବଶ୍ୟକତା ରହିଛି। ଜେଲେନସ୍କି ଆମେରିକାର ପର୍ଲ ହାରବର୍‌ ଏବଂ ସେପ୍ଟେମ୍ବର ୧୧, ୨୦୦୧(୯/୧୧) ଆକ୍ରମଣକୁ ମଧ୍ୟ ମନେ ପକାଇ ଦେଇଛନ୍ତି।
ଜେଲେନସ୍କି ତାଙ୍କ ଅଭିଭାଷଣରେ ସିଧାସଳଖ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନାମ ରଖି କହିଛନ୍ତି, ତୁମେ ଏକ ମହାନ ରାଷ୍ଟ୍ରର ନେତା। ମୁଁ ଚାହେଁ ତୁମେ ସମଗ୍ର ବିଶ୍ୱର ଜଣେ ଶାନ୍ତିପ୍ରିୟ ନେତା ହୁଅ। ତାଙ୍କ ମନ୍ତବ୍ୟ ପରେ ସମସ୍ତ ଏମ୍‌ପି ଠିଆ ହୋଇ ଜେଲେନସ୍କିଙ୍କୁ ଅଭିବାଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri