ଅପଲକୁ ଝଟ୍‌କା, କର୍ମଚାରୀଙ୍କୁ ଦେବ ୨.୫ ଅରବ ଟଙ୍କା

କାଲିଫର୍ନିଆ,୧୬ ।୮: ନାମୀ ଟେକ କମ୍ପାନୀ ଅପଲକୁ କାଲିଫର୍ନିଆର ଏକ ଫେଡେରାଲ କୋର୍ଟ ପକ୍ଷରୁ ଝଟକା ଲାଗିଛି । ପାଖାପାଖି ଏକ ଦଶକ ପୁରୁଣା ମାମଲାରେ କାଲିଫର୍ନିଆ ଫେଡେରାଲ କୋର୍ଟ କର୍ମଚାରୀଙ୍କ ସପକ୍ଷରେ ରାୟ ଶୁଣାଇଛନ୍ତି । କାଲିଫର୍ନିଆର ଏକ ଫେଡେରାଲ କୋର୍ଟର ବିଚାରପତି ପାଖାପାଖି ଏକ ଦଶକ ପୁରୁଣା ମାମଲାରେ ଅପଲ କମ୍ପାନୀକୁ ୨.୪୨ ଅରବ ଟଙ୍କା (୩୦.୫ ମିଲିୟନ ଡଲାର)ରାଶି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଦାଲତରେ ଦାୟର କରାଯାଇଥିବା ଅଭିଯୋଗରେ ଦାବି କରାଯାଇଥିଲା କି କମ୍ପାନୀର ୧୫,୦୦୦ ଏପଲ ଷ୍ଟୋର କର୍ମଚାରୀଙ୍କୁ ତାଙ୍କ ସିଫ୍ଟ ପରେ ସୁରକ୍ଷା ଯାଞ୍ଚରେ ନଷ୍ଟ କରିଥିବା ସମୟ ପାଇଁ କୌଣସି ଦେୟ ଦେଇ ନ ଥିଲା । ଏବେ ଏହି ମାମଲାର ଶୁଣାଣି କରି କମ୍ପାନୀର ଷ୍ଟୋର କର୍ମଚାରୀଙ୍କୁ ୨.୪୨ ଅରବ ଡଲାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri