ଆବଶ୍ୟକ ସାମଗ୍ରୀ: ମଧ୍ୟମ ଆକାରର ଅଧା କିଲୋଗ୍ରାମ ସେଓ, କ୍ଷୀର ୧ ଲିଟର, ଚିନି ୧୦୦ ଗ୍ରାମ୍‌, ଛୋଟ ଛୋଟ କଟା ହୋଇଥିବା କାଜୁ ୨ ବଡ଼ ଚାମଚ, ୨ ଚାମଚ କିସ୍‌ମିସ୍‌, ପେସ୍ତା ଅଧା ଚାମଚ, ୪ଟି ଗୁଜୁରାତି ଗୁଣ୍ଡ, ବେକିଂ ସୋଡ଼ା ୧/୪ ଛୋଟ ଚାମଚ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ସେଓରୁ ଚୋପା ଛଡ଼ାଇ ମଞ୍ଜି ବାହାର କରିଦିଅନ୍ତୁ। ଏହାକୁ ଭଲ ଭାବେ କୋରି ଦିଅନ୍ତୁ। ଏକ ପାତ୍ରରେ ଚୁଲାରେ କ୍ଷୀର ଗରମ କରନ୍ତୁ। ଏହାକୁ ଭଲ ଭାବେ ଫୁଟି ଅଧା ହେବା ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ। ଏହା ପରେ ବେକିଂ ସୋଡ଼ା ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହାପରେ କୋରା ଯାଇଥିବା ସେଓକୁ ସେଥିରେ ପକାଇ ଗୋଳନ୍ତୁ। ଏହା ଗାଢ ହୋଇଗଲେ ସେଥିରେ ଚିନି ଏବଂ କାଜୁ, କିସ୍‌ମିସ୍‌, ପେସ୍ତା ଆଦି ପକାଇ ଗୋଳାଇ ଦିଅନ୍ତୁ। ଶେଷରେ ଗୁଜୁରାତି ଗୁଣ୍ଡ ପକାଇ ଗୋଳାଇ ଦିଅନ୍ତୁ। ବର୍ତ୍ତମାନ ଚୁଲା ବନ୍ଦ କରିଦିଅନ୍ତୁ। ଥଣ୍ଡା ହେବା ପରେ ନିଜେ ଖାଇବା ସହ ଅନ୍ୟମାନଙ୍କୁ ଖୁଆଇବାର ଆନନ୍ଦ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଅର୍ଥାଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା…

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ...

ବିବାହିତ ଥିଲେ କେବେ ବି ଭୁଲନ୍ତୁ ନାହିଁ ଚାଣକ୍ୟଙ୍କ ଏସବୁ କଥା: ଉଣା ହେବ ନାହିଁ ଜୀବନସାଥୀଙ୍କ ପ୍ରେମ

ଜୀବନସାଥୀଙ୍କ ପ୍ରେମ ଓ ସମର୍ପଣ ପାଇଥିବା ବ୍ୟକ୍ତି ଦୁନିଆର ସବୁଠାରୁ ସୁଖୀ। ଘରେ ଖୁସିରେ ରହୁଥିବା ବ୍ୟକ୍ତିର ଜୀବନରେ କେବେ ବି ଦୁଃଖ ଏବଂ ଅଶାନ୍ତି...

ଡେଲିଭରି ପରେ ମହିଳାଙ୍କୁ ଖୁଆନ୍ତୁ ଏହି ୫ଟି ଜିନିଷ : ମା’ ପିଲା ଉଭୟ ରହିବେ ସୁସ୍ଥ

ଗର୍ଭାବସ୍ଥାରେ ଉଭୟ ମା’ ଓ ଶିଶୁଙ୍କୁ ସୁସ୍ଥ ରହିବା ଜରୁରୀ। ତେଣୁ ଗର୍ଭାବସ୍ଥାରେ ମହିଳାଙ୍କ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦିଆଯାଇଥାଏ। ତେବେ ଆପଣ କ’ଣ...

ଶୀତଦିନେ ଆଜ୍‌ମା ସମସ୍ୟାରୁ ମୁକ୍ତି ପାଇଁ…

କେତେକଙ୍କଠାରେ ଆଜ୍‌ମା ସମସ୍ୟା ଦେଖାଦେଇଥାଏ। ଅଧିକ ଥଣ୍ଡା ପଡ଼ିଲେ କିମ୍ବା ଧୁଳି ଉଡ଼ିଲେ ଏହି ସମସ୍ୟା ବୃଦ୍ଧି ପାଇଥାଏ। କିଛି ଲୋକ ଖରାରେ ବୁଲି ବାହାରିଲେ...

ଏନ୍‌-୯୫ ମାସ୍କ-ଫେସ୍‌ଶିଲ୍ଡ୍‌ ବି ଦେଉନି ସୁରକ୍ଷା: ଲୋକେ ହେଉଛନ୍ତି ଆକ୍ରାନ୍ତ

ନୂଆଦିଲ୍ଲୀ/ଓ୍ବାଶିଂଟନ, ୩।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସୁରକ୍ଷା ପାଇଁ ଲୋକଙ୍କୁ ଏନ୍‌-୯୫ ମାସ୍କ ଏବଂ ଫେସ୍‌ ଶିଲ୍ଡ ବ୍ୟବହାର କରାଯିବା ଉପରେ ବିଶ୍ୱ...

ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’...

ଏଗ୍‌ଲେସ୍‌ ଭ୍ୟାନିଲା କେକ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ମଇଦା, ୨.୫ଟି ସ୍ପୁନ୍‌ ବେକିଂ ପାଉଡର, ଅଧା କପ୍‌ ବଟର, ୧.୫ କପ୍‌ କ୍ୟାଷ୍ଟର ସୁଗାର, ଅଧା କପ୍‌ ପାଣି,...

ଓଜନ ନିୟନ୍ତ୍ରଣ କରେ ସାଗୁ

ଅନେକ ଅଛନ୍ତି ବ୍ରତ ଉପବାସ ସମୟରେ ହିଁ କେବଳ ସାଗୁଦାନା ଭିଜେଇ ଖାଇବାକୁ ପସନ୍ଦ କରନ୍ତି। କିନ୍ତୁ ଜାଣିରଖନ୍ତୁ, ଏସମୟରେ ସାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ...

Advertisement


Archives

Model This Week

Why Dharitri