ଆଇଫୋନର ଦାମ୍‌ କମାଇଲା ଆପଲ, ଜାଣନ୍ତୁ ଏବେ କେତେ ଟଙ୍କାରେ କିଣିପାରିବେ

ନୂଆଦିଲ୍ଲୀ,୨୯।୭: ବଜେଟ ୨୦୨୪ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସ୍ମାର୍ଟଫୋନରେ ମୌଳିକ କଷ୍ଟମ ଡ୍ୟୁଟି ୨୦ରୁ ୧୫ପ୍ରତିଶତକୁ ହ୍ରାସ କରିବାକୁ ଘୋଷଣା କରିଥିଲେ। ଏହି ଘୋଷଣା ପରେ ସ୍ମାର୍ଟଫୋନର ମୂଲ୍ୟ ଉପରେ ପ୍ରଭାବ ପଡିଛି। ବଜେଟ ୨୦୨୪ପରେ ଆପଲ ଆଇଫୋନର ମୂଲ୍ୟକୁ ୩ରୁ ୪ ପ୍ରତିଶତ ହ୍ରାସ କରିଛି। ଏହାର ଅର୍ଥ ହେଉଛି ବର୍ତ୍ତମାନ ଆଇଫୋନ ୧୫ଏବଂ ଆଇଫୋନ ୧୪ ସହିତ ଅନ୍ୟ ମଡେଲଗୁଡିକର ମୂଲ୍ୟ ହ୍ରାସ କରାଯାଇଛି।

ଆପଲ ଆଇଫୋନର ମୂଲ୍ୟ ବିଷୟରେ କହିବାକୁ ଗଲେ ଏହି ସ୍ମାର୍ଟଫୋନର ମୂଲ୍ୟ ୩୦୦ରୁ ଆରମ୍ଭ ହୋଇ ୫୯୦୦ ପର୍ଯ୍ୟନ୍ତ ଟଙ୍କାକୁ ହ୍ରାସ କରାଯାଇଛି। ଏଭଳି ପରିସ୍ଥିତିରେ, ଏବେ ଆଇଫୋନର ନୂତନ ମୂଲ୍ୟ କ’ଣ ରହିଛି ଜାଣନ୍ତୁ…

ଆଇଫୋନ ୧୫ର ମୂଲ୍ୟ ୩୦୦ ଟଙ୍କା ହ୍ରାସ କରାଯାଇଛି। ବର୍ତ୍ତମାନ ଆପଣ ଆଇଫୋନ ୧୫ ୧୨୮ ଜିବି ଭାରିଆଣ୍ଟ ୭୯,୯୦୦ଟଙ୍କା ବଦଳରେ ୭୯,୬୦୦ ଟଙ୍କା ପାଇବେ ।

ଆଇଫୋନ ୧୫ପରି ଆଇଫୋନ ୧୫ପ୍ଲସର ମୂଲ୍ୟ ମଧ୍ୟ ୩୦୦ଟଙ୍କା ହ୍ରାସ କରାଯାଇଛି। ବର୍ତ୍ତମାନ ୧୨୮ ଜିବି ଭାରିଆଣ୍ଟ ପାଇଁ ଆପଣଙ୍କୁ ୮୯,୯୦୦ ଟଙ୍କା ବଦଳରେ ବର୍ତ୍ତମାନ ୮୯,୬୦୦ ଟଙ୍କା ଦେବାକୁ ହେବ।

ଆଇଫୋନ ୧୫ ପ୍ରୋ ୫୧୦୦ଟଙ୍କା ଶସ୍ତା ହୋଇଛି। ଏହାର ଅର୍ଥ ହେଉଛି, ଆପଣ ଯେଉଁ ମଡେଲକୁ ୧ ,୩୪,୯୦୦ ଟଙ୍କା ପାଉଥିଲେ, ତାହା ବର୍ତ୍ତମାନ ୧,୨୯, ୮୦୦ ଟଙ୍କାରେ ଉପଲବ୍ଧ ହେବ।

ଆଇଫୋନର ୧୪ ମୂଲ୍ୟ ୩୦୦ ଟଙ୍କା ହ୍ରାସ କରାଯାଇଛି। ବର୍ତ୍ତମାନ ଆପଣ ଏହି ଫୋନର ୧୨୮ ଜିବି ଭାରିଆଣ୍ଟ ୬୯,୯୦୦ ଟଙ୍କା ବଦଳରେ ୬୯,୬୦୦ ଟଙ୍କା ପାଇବେ ।

 


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?