କ୍ଲାଉଡରେ ଥିବା ଡାଟାର ସୁରକ୍ଷା ବୃଦ୍ଧି କରିବାକୁ ଘୋଷଣା କଲା ଏପଲ

ୱାଶିଂଟନ,୮ ।୧୨: ଯେଉଁ ବ୍ୟବହାରକାରୀମାନେ କ୍ଲାଉଡରେ ଡାଟା ସଂରକ୍ଷଣ କରୁଛନ୍ତି ସେସବୁ ଡାଟାର ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରିବାକୁ ଏପଲ ବୁଧବାର ଘୋଷଣା କରିଛି । ଏହି ପଦକ୍ଷେପ ଦ୍ୱାରା ହ୍ୟାକରଙ୍କ ଯୋଜନାରେ ବାଧା ଉପୁଜିପାରେ । ଆଜିକାଲି ସାଇବର ଆକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ବିଶ୍ୱାସ କରାଯାଉଛି ।

Share