ଦରଖାସ୍ତଗତ ତ୍ରୁଟି: ଓସିଏସ୍‌ ପରୀକ୍ଷାରୁ ୭୦୩୯ ବଞ୍ଚିତ

କଟକ ଅଫିସ, ୧୪ା୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌(ଓସିଏସ୍‌) ପରୀକ୍ଷା ବହୁ ଆଶାୟୀ ବଞ୍ଚିତ ହେବେ। ଏକକାଳୀନ ୭୦୩୯ ଜଣ ଆଶାୟୀଙ୍କ ଦରଖାସ୍ତକୁ ଓପିଏସ୍‌ସି ନାକଚ କରିଦେଇଛି। ଏନେଇ ସୋମବାର ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଦରଖାସ୍ତଗତ ତ୍ରୁଟି ଲାଗି ଏକକାଳୀନ ଏତେ ସଂଖ୍ୟକ ଆବେଦନକୁ ଓପିଏସ୍‌ସି ନାକଚ କରିଛି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। କାରଣ ପୂର୍ବରୁ କେବଳ ଫି’ ଡିପୋଜିଟ୍‌ ହୋଇ ନ ଥିବା ଆବେଦନକାରୀଙ୍କ ଫର୍ମ ବାତିଲ ହେଇଥିବା ଘଟଣା ନଜରକୁ ଆସିଥିବାବେଳେ ଏଥର ଏକାଧିକ କାରଣ ଲାଗି ଦରଖାସ୍ତ ନାକଚ୍‌ ହୋଇଛି। ବିଶେଷକରି ବ୍ୟକ୍ତିଗତ ବିବରଣୀ ଓ ଠିକଣା ନ ଦେବା, ଫିଜିକାଲ୍‌ ମେଜରମେଣ୍ଟ, ଶିକ୍ଷାଗତ ଯୋଗ୍ୟତା ବିବରଣୀ ନ ଥିବା ଓ ଅନ୍ୟ ପ୍ରମାଣପତ୍ର ଅନ୍‌ ଲାଇନେରେ ଅପ୍ଲୋଡ୍‌ ହୋଇ ନ ଥିବା କାରଣରୁ ଅନେକ ଆଶାୟୀଙ୍କ ଦରଖାସ୍ତ ନାକଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri