+୨ ନାମଲେଖା ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): +୨ ନାମଲେଖା ପାଇଁ ଆଜିଠୁ ଆବେଦନ ଆରମ୍ଭ ହେବ। samsodisha.gov.inରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଜୁନ ୨୦ ଯାଏ ଅନଲାଇନରେ ଆବେଦନ ଚାଲିବ। ଜୁନ ୨୮ରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଜୁନ ୨୯ରୁ ଜୁଲାଇ ୫ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ପରେ ଜୁଲାଇ ୧୩ରେ ଦିତୀୟ ମେରିଟ ଲିଷ୍ଟପ୍ରକାଶ ପାଇବ। ଜୁଲାଇ ୧୪ରୁ ୧୭ ଯାଏ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ହୋଇ ଜୁଲାଇ ୧୯ ତାରିଖରେ ସ୍ପଟ ଆଡମିଶନ ପାଇଁ ତାଲିକ ପ୍ରକାଶ ପାଇବ। ୧୯ରୁ ୨୧ ତାରିଖ ଅନଲାଇନରେ ଚଏସ ଲକିଂ ହୋଇ ୨୬ରେ ସ୍ପଟ ଆଡମିଶନହେବ। ତେବେ ଜୁଲାଇ ୨୯ରୁ ପାଠପଢ଼ା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୌରାଧ୍ୟକ୍ଷ ଓ ବିଧାୟକଙ୍କ ମଧ୍ୟରେ ଶୀଳତଯୁଦ୍ଧ : ଯାତ୍ରୀ ବିଶ୍ରାମାଗାର ଉଦ୍‌ଘାଟନ ବନ୍ଦ

ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା...

ଋଣ ଆପ୍‌ରୁ ସର୍ବନାଶ: ରିକଭରି ଏଜେଣ୍ଟ କହୁଛନ୍ତି, ଯଦି ଶୁଝିପାରୁନ ତେବେ ମରିଯାଅ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୧୨(ବ୍ୟୁରୋ):ସମୟ ସହ ତାଳ ଦେଇ ମଣିଷର ଆବଶ୍ୟକତା ବଢ଼ିଥାଏ, ଯାହାକୁ ପୂରଣ କରିବାକୁ ହେଲେ ଅଧ୍ୟବସାୟ ବା ଆୟର ନିୟମିତ ଉତ୍ସ ଦରକାର। ଏଭଳି ଆବଶ୍ୟକତା...

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ...

ଭୁବନେଶ୍ୱରର ଐତିହ୍ୟସ୍ଥଳ ଅଞ୍ଚଳରେ ୟୁନିଫର୍ମ ରହିବ ସାଇନ୍‌ବୋର୍ଡ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଏଣିକି ରାଜଧାନୀରେ ଥିବା ଐତିହ୍ୟସ୍ଥଳୀଗୁଡ଼ିକରେ ଅସମାନ ସାଇନ୍‌ ବୋର୍ଡ ରହିବ ନାହିଁ। ସେହିପରି ଐତିହ୍ୟସ୍ଥଳର ନିର୍ଦ୍ଧାରିତ ପରିସୀମା ଭିତରେ କେହି ମନଇଚ୍ଛା ସାଇନ୍‌ବୋର୍ଡ ଲଗାଇପାରିବେ...

ଶ୍ୱଶୁରଙ୍କୁ ହତ୍ୟା: ଜ୍ୱାଇଁଙ୍କୁ ଆଜୀବନ ଜେଲ୍‌

ବାରିପଦା ଅଫିସ,୧୨ା୧- ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌(୧) କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁରେଶ ଚନ୍ଦ୍ର...

ବଢୁଛି ତାତି: ପକ୍ଷୀ ରାହା ଖୋଜୁଛନ୍ତି

ମହାକାଳପଡ଼ା, ୩ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ତଟ ସଂଲଗ୍ନ ସବୁଜିମା ଭରା ହେନ୍ତାଳ ଜଙ୍ଗଲରେ ବସା ବାନ୍ଧି ବସବାସ କରୁଥିବା...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...

ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର...

Advertisement
Archives

Model This Week