୨୭ରୁ ଡିପ୍ଲୋମା ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ପଲିଟେକ୍‌ନିକ୍‌ ଏବଂ ଡିପ୍ଲୋମା କଲେଜରେ ୨୦୨୨-୨୩ ଶିକ୍ଷାବର୍ଷରେ ଡିପ୍ଲୋମା କୋର୍ସରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଛାତ୍ରୀଛାତ୍ରମାନେ ଆସନ୍ତା ୨୭ ତାରିଖରୁ ଜୁଲାଇ ୨୩ ପର୍ଯ୍ୟନ୍ତ ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ)ରେ ଆବେଦନ କରିପାରିବେ । ପରେ ୨୫ ଜୁଲାଇ ସୁଦ୍ଧା ଡକ୍ୟୁମେଣ୍ଟ ଯାଞ୍ଚ ହେବ । ଅଗଷ୍ଟ ୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଅଗଷ୍ଟ ୫ରୁ ୧୦ ତାରିଖ ଚଏସ ଫିଲିଂ କରିବେ ଅଗଷ୍ଟ ୧୮ ତାରିଖରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆଲଟ୍‌ମେଣ୍ଟ ପ୍ରକାଶ ପାଇବ । ଏହି ପର୍ଯ୍ୟାୟରେ ଛାତ୍ରଛାତ୍ରୀ ଅଗଷ୍ଟ ୧୮ରୁ ୨୨ ତାରିଖ ଭିତରେ ଅନ୍‌ଲାଇନ୍‌ରେ ଫି ଦାଖଲ ପରେ ୧୯ରୁ ୨୨ ତାରିଖ ଭିତରେ ନାମଲେଖା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?