ଆଜିଠାରୁ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ନାମଲେଖା ପାଇଁ ବୁଧବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ସାମ୍ସ ପୋର୍ଟାଲ www.samsodisha.gov.inରେ ଅଗଷ୍ଟ ୧୦ ତାରିଖ ରାତି ୧୧ଟା ୪୫ ସୁଦ୍ଧା ଆବେଦନ କରିପାରିବେ। ଅଗଷ୍ଟ ୧୭ରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ରମାନେ ୧୯ରୁ ୨୫ ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ। ସେପ୍ଟେମ୍ବର ୨ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ୫ରୁ ୭ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ର ନାମଲେଖାଇବେ। ତେବେ ସିଟ୍‌ ଖାଲି ରହିଲେ, ୧୩ ତାରିଖରେ ସ୍ପଟ୍‌ ସିଲେକ୍ସନ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ୧୩ରୁ ୧୪ ତାରିଖ ମଧ୍ୟରେ ସ୍ପଟ୍‌ ନାମଲେଖା ପାଇଁ ଉକ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ପଞ୍ଜୀକରଣ କରିବେ। ୧୫ ତାରିଖ ପୂର୍ବାହ୍ନ ୧୧ଟାରେ ଚୂଡ଼ାନ୍ତ ସ୍ପଟ୍‌ ତାଲିକା ପ୍ରକାଶ ପାଇବ। ୧୫ରୁ ୧୬ ତାରିଖ ସନ୍ଧ୍ୟା ୫ଟାରେ ସ୍ପଟ୍‌ ନାମଲେଖା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଇବା ପାଇଁ ପିଇବା

ର୍ବତ ଏବଂ ଲସିର ଦେଶ ରୂପେ ଭାରତ ପ୍ରସିଦ୍ଧ। କିନ୍ତୁ ଅଧିକାଂଶ ଭାରତୀୟ ଆଜି ପାଶ୍ଚାତ୍ୟ ପେୟ ଦ୍ୱାରା ପ୍ରଭାବିତ। ନିଜକୁ ‘ଆଧୁନିକ’ ପ୍ରମାଣିତ ପାଇଁ ଭାରତୀୟମାନେ…

ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ

ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭…

ଅମଲାତାନ୍ତ୍ରିକ ବିବାଦ

ନିକଟରେ କର୍ନାଟକ ହାଇକୋର୍ଟ ଆଇପିଏସ୍‌ ଅଧିକାରୀ ଡି. ରୂପା ମୁଦଗିଲ୍‌ଙ୍କ ଦ୍ୱାରା ଆଇଏଏସ୍‌ ଅଧିକାରୀ ରୋହିଣୀ ସିନ୍ଧୁରୀଙ୍କ ବିରୋଧରେ ଦାୟର ମାନହାନି ମାମଲାକୁ ରଦ୍ଦ କରିବାକୁ ମନା…

ଶୁକ୍ରୁ, ଶୀଳାଙ୍କୁ ଫାଇନାଲ୍‌ ଚେତାବନୀ ଦେଲେ ଡିଜିପି

ଭୁବନେଶ୍ୱର/ଫୁଲବାଣୀ,୨୮ା୨(ତ୍ରିନାଥ ମହାନ୍ତି/ରାକେଶ କୁମାର ରାଉତ): ମାଓବାଦୀଙ୍କୁ ଡିଜିପି ଓ୍ବାଇ.ବି. ଖୁରାନିଆ ଶୁକ୍ରବାର ଅନ୍ତିମ ଚେତାବନୀ ଦେଇଛନ୍ତି। ହିଂସା ଛାଡ଼ି ଆତ୍ମସମର୍ପଣ କର, ନ ହେଲେ ଏନ୍‌କାଉଣ୍ଟରର ଶିକାର…

ଅନାଥ ଆଶ୍ରମରୁ ଶିଶୁ ବିକ୍ରି ଅଭିଯୋଗ: ଏତଲା ପରେ ତଦନ୍ତ ଆରମ୍ଭ

ଭବାନୀପାଟଣା, ୨୮।୨ (ଉତ୍ତମ କୁମାର ଦାଶ): ଅସହାୟ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଶିଶୁ ବିକ୍ରି ଭଳି…

ମାନସିକ ସ୍ବାସ୍ଥ୍ୟ: ୬୦ତମ ସ୍ଥାନରେ ଭାରତୀୟ ଯୁବବର୍ଗ

ନୂଆଦିଲ୍ଲୀ,୨୮ା୨: ମାନସିକ ସ୍ବାସ୍ଥ୍ୟ ମାପକାଠି (ଏମ୍‌ଏଚ୍‌କ୍ୟୁ) ସ୍କୋରରେ ଭାରତୀୟ ଯୁବବର୍ଗ ନିମ୍ନମାନର ପ୍ରଦର୍ଶନ କରିଛନ୍ତି। ୮୪ଟି ଦେଶକୁ ନେଇ କରାଯାଇଥିବା ବୈଶ୍ୱିକ ସ୍ବାସ୍ଥ୍ୟ ଅଧ୍ୟୟନରେ ଭାରତୀୟ ଯୁବପିଢ଼ି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

କେରଳ ଷ୍ଟୋରି ୨ ମୁକ୍ତିଲାଭ ପାଇଁ ହାଇକୋର୍ଟଙ୍କ ଅନୁମତି

କୋଚି,୨୮ା୨: ‘ଦି କେରଳ ଷ୍ଟୋରି ୨-ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟର ଜଣିକିଆ ଖଣ୍ଡପୀଠ ଗୁରୁବାର ୧୫ ଦିନ ପାଇଁ ସ୍ଥଗିତାଦେଶ ଲଗାଇଥିଲେ। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri