୨୩ରୁ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଟେକ୍‌ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜନ କରାଯିବ। ଏଥିପାଇଁ ୨୩ରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖରେ ସରିବ। ଅଗଷ୍ଟ ୧୨ ତାରିଖ ରାତ୍ରି ୧୧ଟା ୫୯ ପର୍ୟ୍ୟନ୍ତ ପରୀକ୍ଷା ଫି’ ଦାଖଲ କରିହେବ। ଯେଉଁ ଛାତ୍ରୀଛାତ୍ରମାନେ ଜେଇଇ (ମେନ୍‌) ପାଇଁ ଆବେଦନ କରିନାହାନ୍ତି ବା କରିବେ ନାହିଁ, କେବଳ ସେମାନେ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ କରିପାରିବେ। ଛାତ୍ରୀଛାତ୍ରମାନେ https://ojee.nic.in/କୁ ଯାଇ ଆବେଦନ କରିବା ସହ ଅନ୍ୟାନ୍ୟ ସବିଶେଷ ତଥ୍ୟ ପାଇପାରିବେ। ପରୀକ୍ଷା ତାରିଖ ଓ ଆଡ୍‌ମିଟ୍‌ କାର୍ଡ ସମ୍ବନ୍ଧୀୟ ସୂଚନା ଠିକ୍‌ ସମୟରେ ଜଣାଇ ଦିଆଯିବ। ଅପଡେଟ୍‌ ସୂଚନା ପାଇଁ ନିୟମିତ ଭାବେ ଓଜେଇଇର ଅଫିସିଆଲ୍‌ ୱେବସାଇଟ୍‌ ପରିଦର୍ଶନ କରିବାକୁ ପ୍ରାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋରୁକୋଣ୍ଡା,୨୭ା୭(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫)...

ଖୁବ୍‌ଶୀଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା!

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪...

କିମ୍ସ ସୁପର ସ୍ପେଶାଲିଟି, କ୍ୟାନ୍‌ସର ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): କିମ୍ସ ପ୍ରଦ୍ୟୁମ୍ନ ବଳ ମେମୋରିଆଲ୍‌ ହସ୍ପିଟାଲ୍‌ (ପିବିଏମ୍‌ଏଚ୍‌) ଏବେ ୧୬୦୦ ଶଯ୍ୟା ବିଶିଷ୍ଟ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ହସ୍ପିଟାଲରେ ପରିଣତ ହୋଇଛି। ଏଥିସହ...

ଅବ୍ୟବସ୍ଥାରେ ଚାଲିଛି ଖଜୁରିମୁଣ୍ଡି ପ୍ରାଥମିକ ବିଦ୍ୟାଳୟ: ୩୮୦ ଜଣ ବିଦ୍ୟାର୍ଥୀଙ୍କୁ ୬ ଶିକ୍ଷୟିତ୍ରୀଶିକ୍ଷକ, ୪ ବର୍ଷ ହେଲା ଆକାଉଣ୍ଟାଣ୍ଟ ପଦବୀ ଖାଲି

କେନ୍ଦୁଝର, ୨୧ା୫(ସ୍ବ.ପ୍ର.)-ବାଂଶପାଳ ଭଳି ଆଦିବାସୀ ଅଧ୍ୟୁଷିତ ବ୍ଲକରେ ଶିକ୍ଷାର ଆଲୋକ ଶିଖା ଜାଳିବା ପାଇଁ ୧୯୭୨ ମସିହାରେ ଖଜୁରିମୁଣ୍ଡିଠାରେ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପରେ...

ପଟ୍ଟାଙ୍ଗିରେ ବିଜେଡିର ପ୍ରୀତମ ପାଢ଼ୀ ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ପଟ୍ଟାଙ୍ଗି ବିଧାନସଭା ଆସନରେ ୩ଟି ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରୀତମ ପାଢ଼ୀ ପ୍ରଥମ ରାଉଣ୍ଡରେ ୨୦୯୭, ଦ୍ୱିତୀୟ ରାଉଣ୍ଡରେ ୪୫୬୩...

କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍‌ବିବିଏସ୍‌ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ

ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ...

ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ...

୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ

ମାଲକାନଗିରି,୨୪ା୨(ଡି.ଏନ୍‌.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍‌ ପାଇଁ ଭୋଟିଂ...

Advertisement
Archives

Model This Week