ଓଡ଼ିଶା ଅଙ୍ଗନୱାଡ଼ିରେ ୨୫୪୫ ପଦବୀରେ ନିଯୁକ୍ତି ପାଇଁ ଚାଲିଛି ଆବେଦନ, ଜାଣନ୍ତୁ ଶେଷ ତାରିଖ

ଭୁବନେଶ୍ୱର,୨୮ା୭: ଓଡ଼ିଶାରେ ଥିବା ଅଙ୍ଗନୱାଡ଼ି ମାନଙ୍କରେ ନିଯୁକ୍ତି ପାଇଁ ଆବେଦନ ଜାରି ରହିଛି। ଏହି ପ୍ରକ୍ରିୟାରେ ଅଙ୍ଗନୱାଡ଼ି କର୍ମୀ ଓ ହେଲପର ନିଯୁକ୍ତ ହେବେ। ଯେଉଁ ଆଶାୟୀମାନେ ଖାଲି ପଦବୀରେ ନିଯୁକ୍ତି ପାଇଁ ଆଗ୍ରହୀ ଏବଂ ସମସ୍ତ ଯୋଗ୍ୟତା ମାନଦଣ୍ଡ ପୂରଣ କରିଛନ୍ତି ସେମାନେ ଅନଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ।

ଏଥିପାଇଁ ଜୁଲାଇ ମାସ ୭ ତାରିଖରୁ ଆବେଦନ ଆରମ୍ଭ ହୋଇଥିଲା ବେଳେ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଆବେଦନର ଶେଷ ତାରିଖ ରହିଛି।

ବୟସସୀମା: ଏହି ପଦବୀରେ ଆବେଦନ ପାଇଁ ଆଶାୟୀ ପ୍ରାର୍ଥୀ ୧ ଜାନୁଆରୀ ୨୦୨୪ ସୁଦ୍ଧା ସର୍ବନିମ୍ନ ୧୯ ବର୍ଷ ଏବଂ ସର୍ବାଧିକ ୩୫ ବର୍ଷ ହୋଇଥିବା ଆବଶ୍ୟକ। ଏହାବାଦ ନିୟମ ଅନୁସାରେ ବିଭିନ୍ନ ବର୍ଗର ଆଶାୟୀଙ୍କ ରିହାତି ମିଳିବ।

ଶିକ୍ଷାଗତ ଯୋଗ୍ୟତା: ଦଶମ ପାସ୍, ଦ୍ୱାଦଶ ପାସ୍ କରିଥିବା ଆବଶ୍ୟକ।

ମୋଟ ପଦବୀ: ଅଙ୍ଗନୱାଡ଼ି କର୍ମୀ ୨୬୩।
ଅଙ୍ଗନୱାଡ଼ି ହେଲପର ୨,୨୮୨।

ଆବେଦନ କରିବାକୁ ଚାହୁଁଥିବା ଆଶାୟୀମାନେ ଅଫିସିଆଲ ୱେବସାଇଟ https://engagement-awc.odisha.gov.in/landing ରେ ଯାଇ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri