ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ବଢ଼ିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି

ଭୁବନେଶ୍ୱର,୧୩।୧୦: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଛି।ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି ମଧ୍ୟ ବଢ଼ିଛି। ଅନ୍ୟପକ୍ଷେ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ବୃଦ୍ଧି କରାଯାଇଛି। ଏସବୁ ଆବେଦନ ଅବଧି ଅକ୍ଟୋବର ୨୪ ତାରିଖକୁ ଉଚ୍ଚ ଶିକ୍ଷା ବିଭାଗ ବୃଦ୍ଧି କରିଛି।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri