ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ବଢ଼ିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି

ଭୁବନେଶ୍ୱର,୧୩।୧୦: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଛି।ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି ମଧ୍ୟ ବଢ଼ିଛି। ଅନ୍ୟପକ୍ଷେ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ବୃଦ୍ଧି କରାଯାଇଛି। ଏସବୁ ଆବେଦନ ଅବଧି ଅକ୍ଟୋବର ୨୪ ତାରିଖକୁ ଉଚ୍ଚ ଶିକ୍ଷା ବିଭାଗ ବୃଦ୍ଧି କରିଛି।

 

Dharitri – Odisha’s No.1, Most Trusted Odia Daily