୧୧ରୁ ୟୁଜି ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮(ବ୍ୟୁରୋ): ଚଳିତ ବର୍ଷର ୟୁଜି ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆବେଦନ ପ୍ରକ୍ରିୟା ଅଗଷ୍ଟ ୧୧ ତାରିଖରୁ ଆରମ୍ଭ ହୋଇ ୨୫ ତାରିଖ ଯାଏ ଚାଲିବ। www.samsodisha.gov.in ୱେବ୍‌ସାଇଟ ମାଧ୍ୟମରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଏହାପରେ ଅଗଷ୍ଟ ୩୧ ତାରିଖରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏହାପରେ ସେପ୍ଟେମ୍ବର ୨ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ନାମ ଲେଖାଇ ପାରିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ସେହିପରି ସେପ୍ଟେମ୍ବର ୧୧ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ତେବେ ଦ୍ବିତୀୟ ପର୍ଯ୍ୟାୟରେ ଯେଉଁ ଛାତ୍ରୀଛାତ୍ରଙ୍କ ନାମ ଲିଷ୍ଟରେ ଥିବ ସେମାନେ ସେପ୍ଟେମ୍ବର ୧୨ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮

ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ...

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୪୦୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୯।୯ (ବ୍ୟୁରୋ): ଓଡ଼ିଶାରେ ଶନିବାର ୪ ହଜାର ୯୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ...

ହାଇସ୍କୁଲ ପାଇଁ ୬,୦୨୫ ଏଲ୍‌ଟିଆର୍‌ ଶିକ୍ଷକ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ହାଇସ୍କୁଲଗୁଡ଼ିକରେ ଶିକ୍ଷକମାନେ ଛୁଟି, ଟ୍ରେନିଂ କିମ୍ବା ସ୍ବାସ୍ଥ୍ୟଗତ କାରଣରୁ ଅନୁପସ୍ଥିତ ରହିଲେ ଛାତ୍ରୀଛାତ୍ରମାନେ ସମ୍ପୃକ୍ତ ବିଷୟରେ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ...

ଖଣି ଶ୍ରମିକଙ୍କ ମିଶ୍ରଣ ପର୍ବ

କାଳିଆପାଣି,୧୯ା୧୦(ଡି.ଏନ୍‌.ଏ.): ଯାଜଯୁର ଜିଲା ସୁକିନ୍ଦା ବ୍ଲକ କଣସ ପଞ୍ଚାୟତ ତୈଳଙ୍ଗୀ ଗ୍ରାମରେ ଶୁକ୍ରବାର ଖଣି ଶ୍ରମିକଙ୍କ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ରିଜିୟନ...

କାର୍ତ୍ତିକରେ ଧବଳେଶ୍ୱର ଖାଁ ଖାଁ

ଆଠଗଡ଼,୧।୧୧(ଡି.ଏନ୍‌.ଏ.): କରୋନା ମହାମାରୀ ପରେ ଏବର୍ଷ ଭକ୍ତଙ୍କ ଏକ ପ୍ରକାର ଆଶା ଥିଲା ଶୈବ ପୀଠ ଧବଳେଶ୍ୱରରେ ପଞ୍ଚକ ଓ କାର୍ତ୍ତିକପୂର୍ଣ୍ଣିମା ପାଳନ ଲାଗି। ମାତ୍ର...

ଦୁର୍ଘଟଣାଗ୍ରସ୍ତ ଛାତ୍ରୀଛାତ୍ର ଏହିଦିନ ଦେଇପାରିବେ ଓଜେଇ ପରୀକ୍ଷା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଗଜପତି ଜିଲା ଚାନ୍ଦିପୁଟ, ରାମଗିରି ଓ ଚନ୍ଦ୍ରଗିରି ଅଞ୍ଚଳର ୪୫ ଜଣ ପରୀକ୍ଷାର୍ଥୀ ଓଜେଇ ପରୀକ୍ଷା ଦେବା ଲାଗି ଏକ ବସ୍‌ରେ ଯାଉଥିବା ସମୟରେ...

ହାଇଦ୍ରାବାଦ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ସହାୟତା ଘୋଷଣା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ହାଇଦ୍ରାବାଦ ସମେତ ତେଲଙ୍ଗାନାର କିଛି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ କୋଟି ଟଙ୍କାର...

Advertisement
Archives

Model This Week