ଆଜିଠାରୁ ଆଇଟିଇପି ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେଶନ ପ୍ରୋଗ୍ରାମ (ଆଇଟିଇପି) ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଶନିବାର ଅପରାହ୍ନ ୨ଟାରୁ ସାମ୍‌ସ ପୋର୍ଟାଲରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଏହି ଆଦେଦନ ପ୍ରକ୍ରିୟା ଜୁଲାଇ ୫ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ୧୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ସାମ୍‌ସ ପୋର୍ଟାଲରେ ଆବେଦନ କରିପାରିବେ। ନ୍ୟାଶନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ଦ୍ୱାରା ଅନୁଷ୍ଠିତ ନ୍ୟାଶନାଲ କମନ ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ର (ଏନସିଇଟି-୨୦୨୬) ମାର୍କ ଆଧାରରେ ନାମଲେଖା କରାଯିବ। ଆସନ୍ତା ଅଗଷ୍ଟ ୧ରୁ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ବଢ଼ିଲା ଜନ ଅସନ୍ତୋଷ

ବରଗଡ଼,୨୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରି…

କାମ କରିବାକୁ ଯାଇ ସ୍ବାମୀ ନିଖୋଜ, ଖୋଜି ଆଣିବାକୁ ଜିଲା ପ୍ରଶାସନ ନିକଟରେ ଗୁହାରୀ କଲେ ସ୍ତ୍ରୀ

ଛତ୍ରପୁର,୨୦।୬(ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲା ବେଗୁନିଆପଡା ଥାନା ଅନ୍ତର୍ଗତ ପି. ନୂଆଗାଁ ଗ୍ରାମର ମହେନ୍ଦ୍ର ଦାସ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଫେରିନଥିବାରୁ ତାଙ୍କୁ ଖୋଜି…

ଝାନ୍‌ସୀଙ୍କ କମାଲ: ଜିଲା ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୦ା୬ (ଉତ୍ତମ କୁମାର ଦାଶ):ନୂଆଦିଲ୍ଲୀସ୍ଥିତ ସଂସଦ ଭବନର ସେଣ୍ଟ୍ରାଲ ହଲରେ ଗତ ୧୫ରୁ ୧୭ ତାରିଖ ଯାଏ ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ୨୦୨୬…

୧୨ରେ ବଦଳି, ୧୮ରେ ବାତିଲ: କଳାହାଣ୍ଡି ଶିକ୍ଷା ବିଭାଗରେ ବଦଳି ନାଟକ

ଭବାନୀପାଟଣା,୨୦ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ସରକାରୀ ନିୟମ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠିକୁ ବେଖାତିର କରି ମନମୁଖୀ କାର୍ଯ୍ୟ ଚାଲିଥିବା ଭଳି ଘଟଣା…

ଅଜଣା ରୋଗରେ ପୀଡିତ ଜୟଲାଲ, ସରକାରୀ ସହାୟତା ପାଇଁ ନିବେଦନ

ନୂଆପଡ଼ା,୨୦ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ପଞ୍ଚାୟତ ଧରମପୁର ଗଁାର ଜୟଲାଲ ଖର୍ସେଲ (୩୨) ଏକ ଅଜଣା ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ଅଛନ୍ତି।…

ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ…

ବୈଜ୍ଞାନିକଙ୍କ ଚେତାବନୀ: ଓଡ଼ିଶାରୁ ଲୋପ ପାଇଯାଇପାରନ୍ତି ‘ନୀଳରକ୍ତ କଙ୍କଡ଼ା’

କେନ୍ଦ୍ରାପଡ଼ା,୨୦ା୬ (ପି.ଟି.)ଓଡ଼ିଶା ଉପକୂଳରୁ ଆଗାମୀ ୮ ରୁ ୧୦ ବର୍ଷ ମଧ୍ୟରେ ବିରଳ‘ଘୋଡ଼ା ନାଲ କଙ୍କଡ଼ା’ ବା ‘ନୀଳରକ୍ତ କଙ୍କଡ଼ା’ ସମ୍ପୂର୍ଣ୍ଣ ରୂପେ ବିଲୁପ୍ତ ହୋଇଯାଇପାରନ୍ତି ବୋଲି…

ଗାଁ ଭିତରେ ପଶିଲା ଦନ୍ତା ହାତୀ: ଗ୍ରାମବାସୀ ଆତଙ୍କିତ

ଦେବଗଡ,୨୦।୬(ଶଶାଙ୍କ ଶେଖର ଝାଙ୍କର):ଗାଁ ଭିତରେ ପଶିଲା ଦନ୍ତା ହାତୀ। ଗ୍ରାମବାସୀ ଆତଙ୍କିତ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ନୁଆଁଡିହ ପଞ୍ଚାୟତର ମହାସିନ୍ଧୁ ଗ୍ରାମରେ ଏକ ଦନ୍ତା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri