‘ନିଜେ ପ୍ରୟୋଗ କର, ଅନ୍ୟକୁ ଶିଖାଅ’

ମାଧପୁର,୧୨।୩

ଆଠମଲ୍ଲିକ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନରେ ଚାଲିଥିବା ଛାତ୍ରୀଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ସୋମବାର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ମେହେରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆୟୋଜିତ ହୋଇଥିଲା। ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ମେହେର ଉଦ୍‌ବୋଧନ ଦେଇ ଆବଶ୍ୟକ ପଡ଼ିଲେ ଏହି କୌଶଳ ପ୍ରୟୋଗ କରିବା ସହିତ ଅନ୍ୟ ଝିଅମାନଙ୍କୁ ପ୍ରଶିକ୍ଷଣ ଦେବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟ ଅତିଥି ଭାବେ ପଦାର୍ଥ ବିଜ୍ଞାନ ଅଧ୍ୟାପକ ବ୍ରଜଗୋପାଳ ମିଶ୍ର ଯୋଗଦେଇ ଛାତ୍ରୀମାନେ କିଭଳି ନିଜେ ନିଜର ସୁରକ୍ଷା କରିପାରିବେ ସେ ସମ୍ପର୍କରେ ଉଦ୍‌ବୋଧନ ଦେଇଥିଲେ। କାର୍ଯ୍ୟବାହୀ ଅଧିକାରୀ ଅଧ୍ୟାପିକା ଶାନ୍ତି ପଣ୍ଡା ଛାତ୍ରୀମାନେ ମାନସିକ ଏବଂ ଶାରୀରିକ ସ୍ତରରେ ଦୃଢ଼ ରହିବାକୁ ପରାମର୍ଶ ଦେଇଥିଲେ। ଛାତ୍ରୀମାନେ ସଭାରେ ଯୋଗ ପ୍ରାଣାୟମ ପ୍ରଦର୍ଶନ କରିଥିଲେ। ପରେ ଛାତ୍ରୀମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଅଧ୍ୟାପିକା କ୍ଷୀରୋଦିନୀ ଜୟ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

ଗୋରୁ ଚାଲାଣବେଳେ ମାଡ଼ିବସିଲେ ଗ୍ରାମବାସୀ

ଅନୁଗୋଳ ଅଫିସ,୧୦।୯- ଅନୁଗୁଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଉପରଛକ ଠାରେ ଗୋରୁଚାଲଣ ବେଳେ ବିରୋଧ କରିଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି...

ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ

ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ...

ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା

ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା...

ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା

ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି...

ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌...

ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ...

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ଚାଲିଗଲା ଜୀବନ

ବଇଣ୍ଡା,୨୮।୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ଥାନା ଧଉରାପାଲିରେ ଏକ ହୃଦୟବିଦାରକ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri