‘କୌଶଳ ପ୍ରୟୋଗ କଲେ ସୁରକ୍ଷିତ ରହିବ’

ଛେଣ୍ଡିପଦା,୬।୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କୋଶଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ଆମତ୍ରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଭାମାରାଣୀ ତ୍ରିପାଠୀ ଯୋଗଦେଇ ଛାତ୍ରୀମାନଙ୍କୁ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ଦୃଢ଼ ରହିବା ସହ ଚାଲିଚଳନ, ଆଚାର ବ୍ୟବହାରରେ ଶୃଙ୍ଖଳିତ ହେବାକୁ ପରାମର୍ଶ ଦେଇଥିଲେ। ପ୍ରଶିକ୍ଷଣରୁ ଶିକ୍ଷାଲାଭ କରିଥିବା କୌଶଳ ପ୍ରୟୋଗ କରିପାରିଲେ ନିଜକୁ ସୁରକ୍ଷିତ ରଖିପାରିବେ ବୋଲି ମତବ୍ୟକ୍ତ କରିଥିଲେ। ତାଲିମଦାତା ଭାବେ ତିଳୋତ୍ତମା ଗଡନାୟକ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳ ଶିକ୍ଷା ପ୍ରଦାନ କରିଥିଲେ। ଶିବିର ପରିଚାଳନାରେ ମହାବିଦ୍ୟାଳୟ ଓଡ଼ିଆ ପ୍ରାଧ୍ୟାପକ ଦିଲୀପରାଜ ପ୍ରଧାନ, ଅଧ୍ୟାପକ ମନୋଜ କୁମାର ବେହେରା, ଖେଳ ଶିକ୍ଷକ ନିରଞ୍ଜନ ପ୍ରଧାନ ଓ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri