Posted inଜାତୀୟ

୩ ରାଜ୍ୟ ପାଇଁ ଭାଜପାର ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆଦିଲ୍ଲୀ,୮ା୧୨: ୩ ରାଜ୍ୟ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ନାମ ଶୁକ୍ରବାର ଘୋଷଣା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ଭାଜପା। ରାଜସ୍ଥାନ ପାଇଁ ରାଜନାଥ ସିଂ, ବିନୋଦ ତାଓ୍ବଡେ ଏବଂ ସରୋଜ ପାଣ୍ଡେଙ୍କୁ ଦଳ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଥିବା ବେଳେ ମଧ୍ୟପ୍ରଦେଶ ପାଇଁ ମନୋହରଲାଲ୍‌ ଖଟ୍ଟର, କେ. ଲକ୍ଷ୍ମଣ ଏବଂ ଆଶା ଲାକ୍ରାଙ୍କୁ ନିଯୁକ୍ତି ମିଳିଛି। ସେହିପରି ଛତିଶଗଡ଼ ପାଇଁ ଅର୍ଜୁନ ମୁଣ୍ଡା, ଦୁଷ୍ୟନ୍ତ ଗୌତମ ଏବଂ ସର୍ବାନନ୍ଦ ସୋନଓ୍ବାଲଙ୍କ ନାମ ଘୋଷଣା କରିଛି ଭାଜପା।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri