ଅତିଥି ଶିକ୍ଷକ ନିଯୁକ୍ତି: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩।୯: ବିଭିନ୍ନ ସ୍କୁଲରେ ଅତିଥି ଶିକ୍ଷକ ନିଯୁକ୍ତି ମାମଲାକୁ ନେଇ ରାଜ୍ୟ ସରକାରଙ୍କୁ ନୋଟିସ ପଠାଇଲେ ହାଇକୋର୍ଟ। ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗରେ ଖାଲି ପଦବୀ ସମ୍ପର୍କରେ ତଥ୍ୟ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଲେ କୋର୍ଟ। ୬ ହଜାରରୁ ଅଧିକ ଅତିଥି ଶିକ୍ଷକ ନିଯୁକ୍ତିକୁ ବିରୋଧ କରି ଦାୟର ପିଟିସନ୍‌ର ଶୁଣାଣି କରିଛନ୍ତି ହାଇକୋର୍ଟ। ଏହି ମାମଲାରେ ହାଇକୋର୍ଟ ସରକାରଙ୍କ ଉପରେ ବର୍ଷିଛନ୍ତି।

ଯୋଗ୍ୟ ହୋଇ ମଧ୍ୟ ବେକାର ଥିବା ପ୍ରାର୍ଥୀଙ୍କୁ ବାଦ ଦେଇ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିଯୁକ୍ତି କ’ଣ ପାଇଁ ହେଉଛି ଏନେଇ ଜବାବ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଖାଲିଥିବା ୬,୩୮୭ ପଦରେ ଅବସରପ୍ରାପ୍ତଙ୍କୁ ନିଯୁକ୍ତି ପାଇଁ କହିଥିଲେ ସରକାର। ଆସନ୍ତା ୧୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri