Posted inଜାତୀୟ

୫ ବିଚାରପତିଙ୍କ ନିଯୁକ୍ତିକୁ ମଞ୍ଜୁରୀ: ସୂଚନା ଦେଲେ ଆଇନମନ୍ତ୍ରୀ…

ନୂଆଦିଲ୍ଲୀ,୪।୨ : ସୁପ୍ରିମକୋର୍ଟରେ ପାଞ୍ଚଜଣ ନୂତନ ବିଚାରପତିଙ୍କ ନିଯୁକ୍ତିକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ସେମାନଙ୍କ ମଧ୍ୟରେ ପଙ୍କଜ ମିତଲ (ରାଜସ୍ଥାନ ହାଇକୋର୍ଟର ପ୍ରଧାନ ବିଚାରପତି), ସଞ୍ଜୟ କାରୋଲ (ପାଟନା ହାଇକୋର୍ଟର ପ୍ରଧାନ ବିଚାରପତି), ପି.ଭି ସଞ୍ଜୟ କୁମାର (ମଣିପୁର ହାଇକୋର୍ଟର ପ୍ରଧାନ ବିଚାରପତି), ଅହସାନୁଦ୍ଦିନ ଅମାନୁଲ୍ଲା (ପାଟନା ହାଇକୋର୍ଟର ବିଚାରପତି) ଏବଂ ମନୋଜ ମିଶ୍ର (ଆହ୍ଲାବାଦ ହାଇକୋର୍ଟର ବିଚାରପତି) ଅଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଏହି ସୂଚନା ଦେଇଛନ୍ତି।

ଏହାପୂର୍ବରୁ ସେ ପ୍ରୟାଗରେ କହିଥିଲେ ଯେ ସୁପ୍ରିମକୋର୍ଟ କଲେଜିୟମ ଉପରେ ଚେତାବନୀ ଦେଇଛନ୍ତି। ଏହି ଦେଶର ମାଲିକ ହେଉଛନ୍ତି ଏହି ଦେଶର ଲୋକ, ଆମେ ସମସ୍ତେ ସେବକ। ଆମର ମାର୍ଗଦର୍ଶକ ହେଉଛି ସମ୍ବିଧାନ। ସମ୍ବିଧାନ ଅନୁଯାୟୀ ଦେଶ ଚାଲିବ। କେହି କାହାକୁ ଚେତାବନୀ ଦେଇ ପାରିବେ ନାହିଁ। ଆମେ ନିଜକୁ ସେବକ ଭାବରେ ଦେଖୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?