Posted inଜାତୀୟ

ଆଉ ଏକ କରୋନା ଔଷଧକୁ ଭାରତରେ ମିଳିଲା ସବୁଜ ସଙ୍କେତ: ଡାକ୍ତରଙ୍କ ପରାମର୍ଶ କ୍ରମେ ବ୍ୟବହାର କରିବେ ରୋଗୀ

ନୂଆଦିଲ୍ଲୀ,୨୩।୪: ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି କରୋନାର ଦ୍ୱିତୀୟ ଲହର। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଡାକ୍ତରଖାନାରେ ଅକ୍ସିଜେନ୍‌ ଅଭାବ ପରିଲକ୍ଷିତ ହେଉଛି। ଏପରିସ୍ଥଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ ଆବଶ୍ୟକୀୟ ଔଷକ୍ଷ ମହଜୁଦ ରଖିବା ଚ୍ୟାଲେଞ୍ଜ ପାଲଟିଛି। ଏସବୁ ଭିତରେ ଶୁକ୍ରବାର ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଆଉ ଏକ ଔଷଧକୁ ଅନୁମତି ମିଳିଛି। ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିଜିସିଆଇ) ପକ୍ଷରୁ ଜାଏଡସ୍‌ କାଡିଲାର କରୋନା ଔଷଧ ଭିରାଫିନ୍‌କୁ ବ୍ୟବହାର ପାଇଁ ସବୁଜ ସଙ୍କେତ ମିଳିଛି। ଏହି ଔଷଧ ମଧ୍ୟମ ଧରଣର କରୋନା ଲକ୍ଷଣ ଥିବା ଲୋକଙ୍କୁ ଦିଆଯାଇପାରିବ। ତେବେ କେବଳ ଡାକ୍ତରଙ୍କ ପରାମର୍ଶକ୍ରମେ ହିଁ ଆକ୍ରାନ୍ତଙ୍କୁ ଔଷଧ ଦିଆଯାଇପାରିବ ବୋଲି ଡିଡିସିଆଇ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧାନ୍ତ କପୁରଙ୍କୁ ମିଳିଲା ବେଲ୍‌

ମୁମ୍ବାଇ,୧୪ ।୬: ବଲିଉଡ ଅଭିନେତା ଶକ୍ତି କପୁରଙ୍କ ପୁଅ ସିଦ୍ଧାନ୍ତ କପୁରଙ୍କୁ ଡ୍ରଗ୍ସ ମାମଲାରେ ବେଙ୍ଗାଲୁରୁରୁ ଗିରଫ କରାଯାଇଥିଲା । ରବିବାର ବିଳମ୍ବିତ ରାତିରେ ବେଙ୍ଗାଲୁରୁର...

ଧନୀ ମୁଖ୍ୟମନ୍ତ୍ରୀଙ୍କ ଶୀର୍ଷ ତାଲିକାରେ ରହିଛି ଜଗମୋହନ ରେଡ୍ଡୀଙ୍କ ନାଁ, ସମ୍ପତ୍ତିର ମୂଲ୍ୟ…

ହାଇଦ୍ରାବାଦ,୧୨ା୪: : ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଏଡିଆର୍‌ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି । ତେବେ ଦେଶର ୨୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ...

ସରକାର ବଦଳାଇପାରିବେ ଚାଷୀ

ଚଣ୍ଡିଗଡ଼,୨୩।୫: ଚାଷୀମାନେ ଚାହିଁଲେ ସରକାର ବଦଳାଇପାରିବେ। ଫସଲ ଉପରେ ସହାୟକ ମୂଲ୍ୟର ସାମ୍ବିଧାନିକ ଗ୍ୟାରେଣ୍ଟି ନ ପାଇବା ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ତେଲଙ୍ଗାନା...

କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ଶାହା

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏବେ ପ୍ରାୟ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଏହି କ୍ରମରେ...

ଉତ୍ତର ପ୍ରଦେଶ ନିର୍ବାଚନ: ମୋଦିଙ୍କ ରାଲିରେ ୧୦ଲକ୍ଷ ଲୋକଙ୍କୁ ଏକଜୁଟ କରିବା ଯୋଜନାରେ ଭାଜପା

ନୂଆଦିଲ୍ଲୀ,୧୮ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏଥିରେ ବିଜୟ ହାସଲ କରିବାକୁ ଭାରତୀୟ ଜନତା ପାର୍ଟି(ଭାଜପା) ସମସ୍ତ...

ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୨୧ ନୂଆରୋଗୀ, ସଂକ୍ରମିତଙ୍କ ସଂଖ୍ୟା ୨,୪୫୫

ମୁମ୍ବାଇ,୧୪।୪: ଚିନ୍ତା ବଢାଉଛି କରୋନା ଭାଇରସ। ମହାରାଷ୍ଟ୍ରରେ ଏହା ବେଳକୁ ବେଳ ବଢିବାରେ ଲାଗିଥିବାରୁ ଉଦ୍ଧବ ଠାକରେ ସରକାରଙ୍କ ନିଦ ହଜାଇ ସାରିଲାଣି ଏହି କରୋନା।...

୪୨୦ ହାଇକୋର୍ଟ ବିଚାରପତି ପଦ ଖାଲି

ନୂଆଦିଲ୍ଲୀ, ୧୬ା୧୦ : ଭାରତରେ ଥିବା ବିଭିନ୍ନ ହାଇକୋର୍ଟରେ ବିଚାରପତି ସଂଖ୍ୟା ବହୁ କମ ରହିଛି। ଫଳରେ ବିଚାର ପ୍ରକ୍ରିୟା ବିଳମ୍ବ ହେଉଛି। ଆଇନ ମନ୍ତ୍ରଣାଳୟ...

ସୋନିଆ-ସ୍ମୃତିଙ୍କ ମଧ୍ୟରେ କଥା କଟାକଟି

ନୂଆଦିଲ୍ଲୀ,୨୮।୭: ଦେଶର ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂପର୍କରେ ଆପତ୍ତିଜନକ ଟିପ୍ପଣୀ ଦେଇ ଫସି ଯାଇଛନ୍ତି କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ। ଦେଶର...

Advertisement
Archives

Model This Week