ପିପିଲି ପାଇଁ ଏପ୍ରିଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍‌ଆର୍‌ସି।

– ଇଣ୍ଡୋରରେ ସର୍ବାଧିକ ୨୦୦ ଲୋକଙ୍କୁ ନେଇ ସଭା କରାଯିବା ପାଇଁ ନିର୍ଦ୍ଦେଶ।

– ଇଣ୍ଡୋର ହଲ୍‌ରେ ୫୦% ସିଟ୍‌ରେ ଲୋକେ ବସିପାରିବେ ବୋଲି ନିର୍ଦ୍ଦେଶ ରହିଛି।

– ସେହିପରି ମାସ୍କ, ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ

– ଖୋଲା ଜାଗାରେ ଆକାର ଦେଖି ସଂଖ୍ୟା ପ୍ରଶାସନ ସଂଖ୍ୟା ନିର୍ଦ୍ଧାରଣ କରିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି

ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ  ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍‌ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି।...

ଭାରତୀୟ ପୁରୁଷ ହକି ଦଳକୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଗୁରୁବାର ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଦଳ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ଜିତିଛି ଭାରତ। ଭାରତୀୟ...

ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍‌ ପିଟିଲେ

ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା...

ବିନା ଭକ୍ତରେ ଚାଲିଛି ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା

ସଜନାଗଡ଼, ୫।୬(ଡି.ଏନ୍‌.ଏ.): ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିରରେ ଠାକୁରଙ୍କ ନୀତି ଶୁକ୍ରବାର...

ପୋଷା କୁକୁର ଯୋଗୁ ପରିବାର ଲୋକଙ୍କ ଜୀବନ ରକ୍ଷା ହେଲା

ଜଟଣୀ,୧।୨(ଡି.ଏନ.ଏ.): ପୋଷା କୁକୁର ନାଗ ସାପକୁ ଅଟକାଇବା ଦ୍ୱାରା ପରିବାର ଲୋକଙ୍କ ଜୀବନ ରକ୍ଷା ହୋଇଛି। ଏଭଳି ଦେଖିବାକୁ ମଳିଛି ଜଟଣୀ କୁଦିଆରୀ ଗ୍ରାମରେ ସରୋଜ...

ଝଲସିଲାଣି ପତିରାଜପୁର ମେଳା ମଣ୍ଡପ: ବିରାଜିବେ ଦୋଳଗୋବିନ୍ଦ

ଖଇରା, ୯।୩-କଳା, ସଂସ୍କୃତି, ଆଧ୍ୟାତ୍ମିକତା ଓ ଐତିହ୍ୟର ପ୍ରତୀକ ଭାବେ ବାଲେଶ୍ୱର ଜିଲାର ପତିରାଜପୁର ମେଳା ପ୍ରସିଦ୍ଧ। ସୋମବାର ରାତିରୁ ମେଳା ପଡିଆରେ ଦୋଳମେଳନ ଆରମ୍ଭ...

ପରୀ ମୃତ୍ୟୁ ମାମଲା: ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କଲେ ଏନ୍‌ସିପିସିଆର୍‌

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ନୟାଗଡ଼ ଜିଲା ପରୀ ମୃତ୍ୟୁ ଘଟଣାରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ(ଏନ୍‌ସିପିସିଆର୍‌) ସୋମବାର ନିଜଆଡୁ ମାମଲାକୁ ଗ୍ରହଣକରି ଆସନ୍ତା ୧୦ ଦିନ ମଧ୍ୟରେ...

ଦାଦନ ଖଟିବାକୁ ତାମିଲନାଡୁ ଗଲେ ୩୦ ଶ୍ରମିକ

ନୟାଗଡ ଅଫିସ,୧୧ା୯: କରୋନା ଯୋଗୁ ଗାଁକୁ ଫେରିଥିବା ଶ୍ରମିକ ଏବେ ପୁଣି ଦାଦନ ମୁହାଁ ହେଲେଣି। ବୁଧବାର ରାତିରେ ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତର ୩୦...

Advertisement


Archives

Model This Week