ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତପୁଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଓଲିଉଡ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ତାଙ୍କ ଆଶୁ ଆରୋଗ୍ୟ କାମନା କରି ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି। ଏ ନେଇସେ ସୋସିଆଲ ମିଡିଆରେ ତପୁଙ୍କ ସହିତ ତାଙ୍କର ଏକ ଫଟୋ ଶେୟାର କରି ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁଯାୟୀ, ପ୍ରାୟ ମାସକ ତଳେ ତପୁ କରୋନାରେ ଆକ୍ରାନ୍ତ ହୋଇ ଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଏହାରି ଭିତରେ ଦୀର୍ଘ ଦିନ ବିତି ଯାଇଥିଲେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରେ ପୁଣି ଭୂକମ୍ପ ଝଟକା

ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ.ଏ.),୨୫ା୧୨-ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅପରାହ୍ନ ୨ଟା ୧୫ ମିନିଟ ସମୟରେ ଜିଲାର ବଡ଼ସାହି, ବେତନଟୀ, ବୈଶିଙ୍ଗା, ଖୁଣ୍ଟା ଓ...

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ...

ଜୟ ଜଗନ୍ନାଥ, ଜୟ ମା’ ସମଲେଇ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଶଙ୍ଖ ମୋ ଗର୍ବ ପରେ ବିଜୁ ଜନତା ଦଳ ନେତାମାନେ ଜୟ ଜଗନ୍ନାଥ କହି ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରୁଛନ୍ତି। ତେବେ ପଶ୍ଚିମ ଓଡ଼ିଶା...

କରୋନାରୁ ସୁସ୍ଥ ହେଲେ ରାଜ୍ୟର ପ୍ରଥମ ପ୍ଲାଜମା ନେଇଥିବା ମହିଳା

କଟକ ଅଫିସ,୨୪।୭: ପ୍ଲାଜମା ଦେଲା ନୂଆ ଜୀବନ। ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତଥା ପ୍ରଥମ ପ୍ଲାଜମା ନେଇଥିବା ୪୮ ବର୍ଷୀୟ ମହିଳା ସୁସ୍ଥ...

ଓବିସିଙ୍କୁ ହାତେଇବାକୁ କସରତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ନେଇ ଜାତୀୟ ଓ ରାଜ୍ୟସ୍ତରରେ ରାଜନୀତି ସରଗରମ ହୋଇଛି। ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନରେ ଓବିସି ଭୋଟ ହାତେଇବାକୁ...

କାର୍‌ ପାର୍କିଂ ପାଇଁ ବିଏମ୍‌ସିର ଉଚ୍ଛେଦ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ୟୁନିଟ୍‌-୨ ମାର୍କେଟ ବିଲଡିଂ ପାର୍ଶ୍ୱରେ ନିର୍ମାଣାଧୀନ ବହୁତଳ କାର୍‌ ପାର୍କିଂର ଅଗ୍ରଗତିରେ ବାଧା ସୃଷ୍ଟି କରୁଥିବା ୨୪ ଉଠାଦୋକାନୀଙ୍କୁ ଶନିବାର ଉଚ୍ଛେଦ କରିଛି ବିଏମ୍‌ସି।...

ଫ୍ରେଣ୍ଡ ରିକ୍ୟୁଏଷ୍ଟ ପଠାଇ ଫସାଉଥିଲେ,୪୫ ନାବାଳିକାଙ୍କୁ ବ୍ଲାକ୍‌ମେଲ୍‌ ପାଇଁ କରିଥିଲେ ଯୋଜନା

କଟକ ଅଫିସ, ୨୯ା୪: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଏଡିଟିଂ କରି ସେମାନଙ୍କୁ ବ୍ଲାକ୍‌ମେଲ୍‌ କରୁଥିଲେ। ଏହି ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଜଣେ ଯୁବକଙ୍କୁ...

ଅକ୍ଷୟଙ୍କ ସହ କାମ କରିବାକୁ ଅମଙ୍ଗ ହୁଅନ୍ତି ଏସବୁ ନାୟିକା, ମୁହଁରେ କରନ୍ତି ନା’

ବମ୍ବେ: ବଲିଉଡ୍‌ର ଖିଲାଡି କିଙ୍ଗ ଅକ୍ଷୟ କୁମାରଙ୍କ ଡିମାଣ୍ଡ କାହିଁରେ କେତେ। ସେ ଯେଉଁ ଫିଲ୍ମରେ ଅଭିନୟ କରନ୍ତି ତାହା ହିଟ୍‌ ହୋଇଥାଏ ବୋଲି ନିର୍ମାତା...

Advertisement
Archives

Model This Week