ଆଖିବୁଜିଲେ ଏ.ଆର ରେହମାନଙ୍କ ମା’

ବଲିଉଡର ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ଏ.ଆର ରେହମାନଙ୍କ ମା’ କରିମା ବେଗମଙ୍କର ସୋମବାର ପରଲୋକ ଘଟିଛି। ଗତ କିଛି ଦିନ ହେବ ସେ ଅସୁସ୍ଥ ହୋଇପଡିଥିଲେ। ମା’ଙ୍କ ମୃତ୍ୟୁ ପରେ ରେହମାନ ନିଜ ଟୁଇଟର୍‌ରେ ମା’ଙ୍କ ଫଟୋ ଶେୟାର କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରେହହମାନ ସବୁବେଳେ ମା’ଙ୍କ ନିକଟତର ଥିଲେ ଏବଂ କେବଳ ତାଙ୍କ ପରାମର୍ଶରେ ସେ ସଙ୍ଗୀତ ଜଗତକୁ ଆସିଥିଲେ। ଏହି କାରଣରୁ, ସେ ତାଙ୍କ ଷ୍ଟେଜ ଶୋ’ ସମୟରେ ତାଙ୍କ ମା’ଙ୍କୁ ମନେ ପକାଉଥିଲେ। ଏଆର୍‌ ରେହମାନଙ୍କୁ ୯ ବର୍ଷ ହୋଇଥିବାବେଳେ ତାଙ୍କ ପିତା ଆର.କେ ଶେଖରଙ୍କୁ ହରାଇଥିଲେ। ରେହମାନ ଏକ ହିନ୍ଦୁ ପରିବାରରେ ଜନ୍ମ ହୋଇଥିଲେ। ରେହମାନଙ୍କ ପିଲାଦିନ ନାମ ଦିଲୀପ କୁମାରଙ୍କ ଥିଲା। ୨୩ ବର୍ଷ ବୟସରେ ରେହମାନଙ୍କ ଭଉଣୀର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୋଇଥିଲା, ସେତେବେଳେ ତାଙ୍କ ପରିବାର ପ୍ରାର୍ଥନା କରିବା ପାଇଁ ଇସଲାମ ମନ୍ଦିରରେ ପହଞ୍ଚିଥିଲେ, ଏହା ପରେ ତାଙ୍କ ଭଉଣୀର ସ୍ବାସ୍ଥ୍ୟ ଭଲ ହୋଇଗଲା। ପରେ ରେହମାନଙ୍କ ପରିବାର ଧର୍ମ ପରିବର୍ତ୍ତନ କରି ଇସଲାମ ଧର୍ମ ଗ୍ରହଣ କଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri