ବାଇଡେନଙ୍କ ସହ ଆରବ ନେତାଙ୍କ ଶିଖର ସମ୍ମିଳନୀ ରଦ୍ଦ, ଗାଜାର ହସ୍ପିଟାଲ ଉପରେ ଆକ୍ରମଣ ପରେ ଉତ୍ତେଜନା

ଓ୍ବାଶିଂଟନ,୧୮।୧୦: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଗାଜାର ଏକ ଡାକ୍ତରଖାନା ଉପରେ ଆକ୍ରମଣ ପରେ ମଧ୍ୟ ପୂର୍ବରେ ଉତ୍ତେଜନା ଆହୁରି ବଢିବାରେ ଲାଗିଛି। ଏହି ଆକ୍ରମଣ କାରଣରୁ ଇସ୍ରାଏଲ ନିଜକୁ ରକ୍ଷା କରିବା ଅଧିକାରର ସମର୍ଥନ ଯୋଗାଡ ପାଇଁ ଆମେରିକାର କୂଟନନୈତିକ ପ୍ରୟାସକୁ ବିଫଳ କରିଛି। ଜୋର୍ଡାନର ଅମ୍ମାନରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ସହ ଆରବ ନେତାଙ୍କ ଶିଖର ସମ୍ମିଳନୀକୁ ରଦ୍ଦ କରିଦିଆଯାଇଛି। ଇସ୍ରାଏଲ ପ୍ରତି ସମର୍ଥନ ଏବଂ ଏକତା ପ୍ରକାଶ କରିବାକୁ ବାଇଡେନ ଆଜି ତେଲ ଅବିବରେ ପହଞ୍ଚିଛନ୍ତି।

ଗାଜାର ଅଲ-ଅହଲି ଆରବ ଡାକ୍ତରଖାନା ଉପରେ ଭୟଙ୍କର ଆକ୍ରମଣ ପରେ ଶହ ଶହ ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। ଏହି ଆକ୍ରମଣ ପାଇଁ ହମାସ ଏବଂ ଇସ୍ରାଏଲ ପରସ୍ପରକୁ ଦାୟୀ କରିଛନ୍ତି। ସାଉଦି ଆରବ, ସଂଯୁକ୍ତ ଆରବ ଏମିରେଟ୍ସ, ବହରିନ, ଇଜିପ୍ଟ, ଜୋର୍ଡାନ ଏବଂ ତୁର୍କୀ ମଧ୍ୟ ଗାଜା ସହରର ଅଲ-ଅହଲି ଆରବ ଡାକ୍ତରଖାନା ଉପରେ ବୋମା ବିସ୍ଫୋରଣ କରିଥିବା ଅଭିଯୋଗ କରିଛନ୍ତି। ତେବେ ଏହି ଆକ୍ରମଣ ପାଇଁ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ହମାସର ବର୍ବର ଆତଙ୍କବାଦୀଙ୍କୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?