ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଅରବିନ୍ଦ ଢାଲି

ଭୁବନେଶ୍ୱର,୩।୩: ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ରବିବାର ରାଜ୍ୟ ଭାଜପା କାର୍ଯ୍ୟଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ବହୁ ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି।
ତେବେ ଅରବିନ୍ଦ ଢାଲି ଶନିବାର ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିଲେ।
ରବିବାର ଭାଜପାରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଢାଲି ପ୍ରତିକ୍ରିୟା ରଖି କହିଥିଲେ ଘରବାହୁଡ଼ା କରିବି। ଭାଜପାରେ ଯୋଗଦେବି। ତେବେ ସେ ତାଙ୍କ କଥା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇବା ଘଟଣା: ପହଞ୍ଚିଲେ ପୁରୀ ଏସ୍‌ପି, କହିଲେ ସ୍ପେଶାଲ ଟିମ୍‌ ଗଠନ କରାଯାଇ…

ପିପିଲି,୧୯ା୭: ପୁରୀ ଜିଲା ପିପିଲି ବଳଙ୍ଗାରେ ଜଣେ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣାସ୍ଥଳ ଦେଖିବା...

ଜେଲ୍‌ରୁ ଫେରିଥିବା ନିଲମ୍ବିତ ସଦସ୍ୟଙ୍କୁ ଏମିତି ସ୍ବାଗତ କଲେ ମନମୋହନ: ଭାଜପାର ଫିଟିଲା ସବୁ ଗୁମର

ଭୁବନେଶ୍ୱର,୧୯ା୭ (ସୁନିତ୍‌ ମିଶ୍ର):ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସରେ ଆକ୍ରମଣ ଅଭିଯୋଗରେ ଗିରଫ ହୋଇ ଜେଲ ଯିବା ପରେ ଜାମିନରେ...

ଟିକା ନେଇ ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ଆସିଲା ତଦନ୍ତ ରିପୋର୍ଟ, ଟିକାକରଣ ନୁହେଁ, ଏହି କାରଣରୁ…

ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର...

ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ଘଟଣା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ସରକାର…

ଭୁବନେଶ୍ୱର,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ...

ଗୁଗଲ୍‌-ମେଟାକୁ ED ଛାଟ: ଏବେ ଏହି ୨ କମ୍ପାନୀକୁ ପଡ଼ିବ ମହଙ୍ଗା

ନୂଆଦିଲ୍ଲୀ,୧୯।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅନଲାଇନ ବେଟିଂ ଆପ୍ସର ପ୍ରଚାରରେ ଗୁଗଲ ଏବଂ ମେଟାକୁ ନୋଟିସ ଜାରି କରିଛି। ED ଅଭିଯୋଗ କରିଛି ଯେ, ଉଭୟ...

ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣା ଖବର ପ୍ରକାଶ ପରେ ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ, ଡାକ୍ତର କହିଲେ ବିପଦ ନାହିଁ

ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ କନ୍ଧମାଳ...

ବ୍ରିଜ୍‌ ଉପରେ ୩ ଟ୍ରକ୍‌ ପିଟାପିଟି, ଜାତୀୟ ରାଜପଥ ବନ୍ଦ

ବଲାଙ୍ଗୀର/ଲୋଇସିଂହା,୧୯ା୭(ସୁନୀଲ ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର-ସମ୍ବଲପୁର ଜାତୀୟ ରାଜପଥ ନଂ ୨୬ର ଫାସଡ଼ ସୁକତେଲ ବ୍ରିଜ୍‌ ନିକଟରେ ଏକ ସଡ଼କ ଦୁର୍ଘଟଣା ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ...

ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପିପିଲି,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri