Posted inଖେଳ

ଫାଇନାଲ ରାଉଣ୍ଡରେ ଅରବିନ୍ଦ

ପ୍ରାଗ୍‌(ଚେକ୍‌ ରିପବ୍ଲିକ), ୭ା୩: ଭାରତୀୟ ଗ୍ରାଣ୍ଡମାଷ୍ଟର ଅରବିନ୍ଦ ଚିଦାମ୍ବରମ ପ୍ରାଗ୍‌ ମାଷ୍ଟର୍ସ ଚେସ୍‌ ଟୁର୍ନାମେଣ୍ଟର ରାଉଣ୍ଡରେ ଚେକ୍‌ ରିପବ୍ଲିକର ଡେଭିଡ ନାଭାରାଙ୍କ ସହ ତାଙ୍କ ଗେମ୍‌ ଡ୍ର ରଖିଛନ୍ତି। ଏଥିସହିତ ସେ ତାଙ୍କର ପ୍ରଥମ ପ୍ରମୁଖ ଟାଇଟଲର ନିକଟତର ହୋଇଛନ୍ତି। ଏହି ଫଳାଫଳ ଦ୍ୱାରା ଅରବିନ୍ଦଙ୍କ ପଏଣ୍ଟ ସଂଖ୍ୟା ୫.୫ରେ ପହଞ୍ଚିଛନ୍ତି। ଆର୍‌. ପ୍ରଜ୍ଞାନନ୍ଦଙ୍କଠାରୁ ଅଧାପଏଣ୍ଟ ଆଗରେ ସେ ପୂର୍ବଭଳି ଅଗ୍ରଣୀ ରହିଛନ୍ତି।

ପ୍ରଜ୍ଞାନନ୍ଦ ମଧ୍ୟ ଭିଏଟ୍‌ନାମର କ୍ୱାଙ୍ଗ୍‌ ଲିଭ୍‌ ଲି’ଙ୍କ ବିପକ୍ଷ ଗେମ୍‌ ଡ୍ର ରଖିଛନ୍ତି। ଅରବିନ୍ଦ ଫାଇନାଲ ରାଉଣ୍ଡରେ ତୁର୍କୀର ଏଡିଜ୍‌ ଗୁରେଲଙ୍କୁ ସାମ୍ନା କରିବେ। ଅନ୍ୟପକ୍ଷରେ ପ୍ରଜ୍ଞାନନ୍ଦଙ୍କୁ ନେଦରଲାଣ୍ଡ୍ସ ଆନିଶ ଗିରିଙ୍କ ସହ କଡ଼ା ମୁକାବିଲାର ସମ୍ମୁଖୀନ ହେବାକୁ ପଡ଼ିବ।

ଅନ୍ୟପକ୍ଷରେ ଟପ୍‌ ସିଡ୍‌ ଚାଇନିଜ ଗ୍ରାଣ୍ଡମାଷ୍ଟର ଓ୍ବି ୟି’ ଦୃଢ ପ୍ରତ୍ୟାବର୍ତ୍ତନ ସହ ସ୍ଥାନୀୟ ଫେଭରିଟ୍‌ ଏନଗୁୟେନ ଥାଇ ଦାଇ ଭାନ୍‌ଙ୍କୁ ପରାସ୍ତ କରି ୪.୫ ପଏଣ୍ଟ ସହ ଏକାକି ତୃତୀୟ ସ୍ଥାନରେ ରହିଛନ୍ତି।

ଚାଇନିଜ ଖେଳାଳି ତାଙ୍କ ପ୍ରଥମ ତିନୋଟି ଗେମ୍‌ ମଧ୍ୟରୁ ଦୁଇଟିରେ ପରାଜିତ ହୋଇଥିଲେ। ଭିନସେଣ୍ଟ କେମର (ଜର୍ମାନୀ), ଏଡିଜ ଲରେଲ ଓ ଗିରି ପ୍ରତ୍ୟେକ ୪ ପଏଣ୍ଟ ସହ ମିଳିତ ୪ର୍ଥ ସ୍ଥାନରେ ରହିଛନ୍ତି। ସେମାନଙ୍କ ପଛକୁ କ୍ୱାଙ୍ଗ ଲିମ୍‌, ନାଭାରା ଓ ସାମ୍‌ ଶନକଲାଣ୍ଡ ପ୍ରତ୍ୟେକ ୩.୫ ପଏଣ୍ଟ ଲେଖାଏଁ ଅର୍ଜନ କରିଛନ୍ତି। ଦାଇ ଭାନ୍‌ ୨.୫ ପଏଣ୍ଟ ସହ ଟେବୁଲର ସର୍ବନିମ୍ନ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri