ଅର୍ଚ୍ଚନା ଏକ୍କା ଏକାଡେମୀ ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୧୦: ଭୁବନେଶ୍ୱରର ଉତ୍କଳ ବିଶ୍ୱବିଦ୍ୟାଳୟ ଲ’ କଲେଜ ସମ୍ମୁଖ ଶହୀଦନଗରଠାରେ ଅର୍ଚ୍ଚନା ଏକ୍କା ମେକପ୍‌ ଷ୍ଟୁଡିଓ ଓ ଏକାଡେମୀ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏକାଡେମୀ ଓ ମେକଅପ୍‌ ଷ୍ଟୁଡିଓର ମୁଖ୍ୟ ଅର୍ଚ୍ଚନା ଏକ୍କା ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଏକାଡେମୀ ବିଶ୍ୱସ୍ତରୀୟ ଟ୍ରେନିଂ ଯୋଗାଇବା ସହ ରାଜ୍ୟର ମହିଳାମାନଙ୍କୁ ଆଗକୁ ଆଣିବା ଏବଂ ରୋଜଗାରକ୍ଷମ କରାଇବାର ଉଦ୍ଦେଶ୍ୟ ରଖିଛି। ଏହା ସହିତ ବିଭିନ୍ନ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯଥା ବାହାଘର, ବ୍ରତଘର, ଫେସନ୍‌ ଶୋ, ସିରିଏଲ ଏବଂ ଫିଲ୍ମ ସମସ୍ତ ପ୍ରକାର ମେକଅପ୍‌ ସେବା ପାଇପାରିବେ।

କାରଣ ଅର୍ଚ୍ଚନା ଏକ୍କା ନିଜେ ଜଣେ ଅଭିଜ୍ଞ ଟ୍ରେନର ତଥା ବଲିଉଡ, ଟଲିଉଡ ଓ ଓଲିଉଡରେ ସେ ଦକ୍ଷତାର ସହ କାମ କରି ବେଶ୍‌ ପ୍ରଂଶସିତ ହୋଇଛନ୍ତି। ଏହି ଏକାଡେମୀରେ ଅତ୍ୟାଧୁନିକ ଯନ୍ତ୍ରପାତି ବ୍ୟବହାର କରାଯାଇ ଶିକ୍ଷାଦାନ, ନେଲ୍‌ ସୌନ୍ଦର୍ଯ୍ୟକରଣ ଓ ମେକଅପ ଆଦି ସୁବିଧା ଓ ଶିକ୍ଷା ଏବଂ ସେବା ପ୍ରଦାନ କରାଯାଉଛି। ମେକଅପ୍‌ ସେଣ୍ଟରରେ ଅତି କୁଶଳୀ କାରିଗରମାନେ ନିଯୁକ୍ତ ହୋଇଛନ୍ତି। ଏଠାରେ ଗ୍ରାହକ ସେମାନଙ୍କର ଶରୀର ସୌନ୍ଦର୍ଯ୍ୟ ସମ୍ବନ୍ଧୀୟ ସମସ୍ତ ପ୍ରକାର ସୁବିଧା ଓ ସେବା ପାଇପାରିବେ। ଏଥି ସହିତ ବିଭିନ୍ନ ପୋଜ ଓ ସିନେରିରେ ଫଟୋ ଉତ୍ତୋଳନ କରାଯିବ, ଯାହା ବିଦେଶର ଭ୍ରମ ସୃଷ୍ଟି କରିବ। ଏକାଡେମୀରେ ଉନ୍ନତ ମାନର ନେଲ ସୌନ୍ଦର୍ଯ୍ୟ କରଣ ଓ ମେକଅପ ଟ୍ରେନିଂ ଦିଆଯିବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ ବୋଲି ଅର୍ଚ୍ଚନା ଏକ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?