Advertisement

ପୁଣି ଫେରୁଛନ୍ତି ଅର୍ଚ୍ଚନା

ବମ୍ବେ: ବିଦା ହେବା ପରେ ପୁଣି ଫେରୁଛନ୍ତି ଅର୍ଚ୍ଚନା ଗୌତମ। ଶାରୀରିକ ହିଂସାକୁ ନେଇ କିଛି ଦିନ ତଳେ ସେ ବିବାଦୀୟ ରିଆଲିଟି ଶୋ’ ବିଗ୍‌ବସ୍‌ରୁ ବାହାର ହୋଇଥିଲେ। ହେଲେ ତାଙ୍କ ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରି ନ ଥିଲେ। ସେମାନେ ସୋସିଆଲ ମିଡିଆରେ ଅର୍ଚ୍ଚନାଙ୍କ ଲାଗି ଟ୍ରେଣ୍ଡ କରିଥିଲେ। ଏଥିଲାଗୁ ପୁଣିଥରେ ଅର୍ଚ୍ଚନା ଶୋ’କୁ ଫେରୁଛନ୍ତି। ଶୁଟିଂସେଟ୍‌ର ଏକ ଫଟୋ ଭାଇରାଲ ହେବା ପରେ ଏହା ସ୍ପଷ୍ଟ ହୋଇଛି। ଅର୍ଚ୍ଚନା-ସଲମାନଙ୍କ ସହ କଥା ହେଉଥିବା ଦେଖାଯାଇଛି। ଏହାକୁ ନେଇ ପ୍ରଶଂସକମାନେ ନିଜର ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ପାଇଁ ରିୟଲରେ କ୍ୟାମେରା ସମ୍ମୁଖରେ ପ୍ରସବ କରିଥିଲେ ଏହି ଅଭିନେତ୍ରୀ

ଫିଲ୍ମକୁ ସୁପରହିଟ୍‌ କରିବା ପାଇଁ କଳାକାରଙ୍କଠାରୁ ଆରମ୍ଭ କରି ନିର୍ମାତା, ନିର୍ଦ୍ଦେଶକଙ୍କ ପର୍ଯ୍ୟନ୍ତ ସମେସ୍ତ କଠିନ ପରିଶ୍ରମ କରିଥାନ୍ତି। ତେବେ ୯୦ ଦର୍ଶକର ଅଭିନେତ୍ରୀ ଶ୍ୱେତା...

ଉତ୍ତର ବଦଳରେ ପ୍ରଶଂସକଙ୍କୁ ୧ ଲକ୍ଷ ମାଗିଲେ କାର୍ତ୍ତିକ: ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ର଼୍ୟାନ୍‌ ଫିଲ୍ମ ସମେତ ଫ୍ୟାଶନ ଏବଂ ଲୁକ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କର ଅନେକ ଫ୍ୟାନ୍‌...

ନୂଆ ଇନିଂସ ଆରମ୍ଭ କରିବେ ଶାହରୁଖଙ୍କ ପୁଅ

ବଲିଉଡ୍‌ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ବଲିଉଡ୍‌ରେ କେବେ ଡେବ୍ୟୁ କରିବେ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ଖୁବ୍‌ଶୀଘ୍ର ସେ ବଲିଉଡ୍‌ରେ...

‘ଦୃଶ୍ୟମ-୨’ ଟିଜର୍‌ ରିଲିଜ୍‌

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଫିଲ୍ମ ‘ଦୃଶ୍ୟମ’ ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା। ପ୍ରଶଂସକମାନେ ଉତ୍ସାହର ସହିତ ଏହାର ଦ୍ୱିତୀୟ ଭାଗକୁ ଅପେକ୍ଷା କରିଛନ୍ତି। ଦର୍ଶକଙ୍କ...

ଟ୍ରେଲର ରିଲିଜ ପୂର୍ବରୁ ଅଜୟ ଦେବଗନଙ୍କ ଫାଷ୍ଟ୍‌ ଲୁକ୍‌

ମୁମ୍ବାଇ: ଚଳିତବର୍ଷ ସୁପରଷ୍ଟାର ଅଜୟ ଦେବଗନଙ୍କୁ ନୂଆ ରୂପରେ ଦର୍ଶକେ ଦେଖିବେ। ଏହି ବର୍ଷ ଅଜୟ ଜଣେ ଅଭିନେତା, ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଭାବରେ ଓଟିଟିରୁ...

ସାହସୀ କ୍ୟାଟ୍ରିନା

ସତରେ କ୍ୟାଟ୍ରିନାଙ୍କ ସାହସକୁ ମାନିବାକୁ ପଡ଼ିବ। ଯେଉଁ ଶଟ୍‌ ପାଇଁ ଷ୍ଟଣ୍ଟ ମ୍ୟାନ୍‌ ଆବଶ୍ୟକ ହେଉଥିଲା, ସେପରି ରିସ୍କ ସେ ନିଜେ ନେଇଥିଲେ। କେବଳ ସେତିକି...

ଅଭିଜିତ୍‌ ପଲ୍‌ଙ୍କ ‘ଆମ୍‌ ଆଇ’ ଶ୍ରେଷ୍ଠ

ନୂଆଦିଲ୍ଲୀ, ୨୨ା୮: ଅଭିଜିତ୍‌ ପଲ ନିର୍ଦ୍ଦେଶିତ ‘ଆମ୍‌ ଆଇ’ ଶ୍ରେଷ୍ଠ ଶର୍ଟ ଫିଲ୍ମ ଭାବେ ବିବେଚିତ ହୋଇଛି। ଦ୍ୱିତୀୟ ସ୍ଥାନରେ ଦେବୋଜୋ ସଞ୍ଜୀବ ନିର୍ଦ୍ଦେଶିତ ‘ଅବ୍‌...

କମ୍‌ ବୟସରେ ଆତ୍ମହତ୍ୟା କରିଥିବା ସେଲିବ୍ରିଟି

କୌଣସି ନା କୌଣସି କାରଣକୁ ନେଇ ଖୁବ୍‌ କମ୍‌ ବୟସରେ ବଲିଉଡ୍‌ର କେତେଜଣ ସେଲିବ୍ରିଟି ଆତ୍ମହତ୍ୟା କରିଥିବା ନଜିର ରହିଛି। ଜାଣନ୍ତୁ ଏମାନଙ୍କ ସମ୍ପର୍କରେ… ପ୍ରତ୍ୟୁଷା...

Advertisement
Archives

Model This Week