ଜେଲ୍‌ରୁ ମୁକୁଳି ‘ଲ’ ପରୀକ୍ଷା ଦେଲେ ଅର୍ଚ୍ଚନା

ଭୁବନେଶ୍ୱର,୧୨।୧୨: ଦୀର୍ଘ ୧୪ ମାସ ପରେ ଅର୍ଚ୍ଚନା ନାଗ ମଙ୍ଗଳବାର ଜେଲ୍‌ରୁ ମୁକୁଳିଛନ୍ତି । ସକାଳେ ଅର୍ଚ୍ଚନା ଝାରପଡ଼ା ଜେଲ୍‌ରୁ ବାହାରିଥିଲେ। ତାଙ୍କ ସହିତ ତାଙ୍କ ସ୍ବାମୀ ଜଗବନ୍ଧୁ ମଧ୍ୟ ଥିଲେ । ପରେ ସେଠାରୁ ସେ ଘରକୁ ଯାଇ ପରେ କ୍ୟାପିଟାଲ ‘ଲ’ କଲେଜରେ ପହଞ୍ଚିଥିଲେ। ମଙ୍ଗଳବାର ତାଙ୍କର ‘ଲ’ ପରୀକ୍ଷା ରହିଛି ।
ସୂଚନାଯୋଗ୍ୟ, ଅର୍ଚ୍ଚନା ବ୍ଲାକମେଲିଂ ମାମଲାରେ ଝାରପଡ଼ା ଜେଲ୍‌ରେ ଥିଲେ। ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ ପାଇ ସେ ମୁକୁଳିଛନ୍ତି । ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ ସେ ଜାମିନ ପାଇଛନ୍ତି । ପୂର୍ବରୁ ଅନ୍ୟ ଦୁଇଟି ମାମଲାରେ ଅର୍ଚ୍ଚନା ଜାମିନ ପାଇସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri