ଅର୍ଚ୍ଚନାଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୫।୫: ଗୁଗଲ ପକ୍ଷରୁ ଅର୍ଚ୍ଚନା ଗୁଲାଟିଙ୍କୁ କମ୍ପାନୀ ପାଇଁ ଦେଶର ନୂତନ ପବ୍ଲିକ୍‌ ପଲିସି ମୁଖ୍ୟ ଦାୟିତ୍ୱ ଦିଆଯାଇଛି। ଗୁଲାଟୀ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫେଡେରାଲ୍‌ ଥିଙ୍କ୍‌-ଟ୍ୟାଙ୍କ୍‌ ଏବଂ ଦେଶର ଆଣ୍ଟିଟ୍ରଷ୍ଟ ଓ୍ବାଚ୍‌ଡଗ୍‌ ପାଇଁ କାର୍ଯ୍ୟ କରିଛନ୍ତି। ଏହାଛଡ଼ା ତାଙ୍କ ଲିଙ୍କ୍‌ଡ ଇନ୍‌ ପ୍ରୋଫାଇଲ ଅନୁସାରେ ପୂର୍ବରୁ ୨୦୧୪-୨୦୧୬ ମଧ୍ୟରେ ଦେଶର ଆଣ୍ଟିଟ୍ରଷ୍ଟ ସଂସ୍ଥା, ଭାରତୀୟ କମ୍ପିଟିସନ କମିଶନର ଜଣେ ବରିଷ୍ଠ ଅଧିକାରୀ ଭାବରେ କାର୍ଯ୍ୟ କରିଥିଲେ। ଗୁଗଲ ଇଣ୍ଡିଆର ମୁଖପାତ୍ର ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ ମଧ୍ୟ ଗୁଲାଟିଙ୍କ ସମ୍ପର୍କରେ ବିଶେଷ କୌଣସି ତଥ୍ୟ ପ୍ରଦାନ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri