Advertisement

ଅର୍ଚ୍ଚନା ନାଗ ଘଟଣା: ୪ ଜଣଙ୍କ ନାଁରେ ମାମଲା ରୁଜୁ କଲା ଇଡି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ବୁଧବାର ମାମଲା ରୁଜୁ କରିଛି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଅର୍ଚ୍ଚନା ନାଗ, ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ସାହୁ ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାମରେ ଇଡି ମାମଲା ରୁଜୁ କରିଛି। ଏଥିସହିତ ଅର୍ଚ୍ଚନାଙ୍କ ବ୍ୟାଙ୍କ ଷ୍ଟେଟ୍‌ମେଣ୍ଟର ଖୋଳତାଡ଼ ଆରମ୍ଭ କରିଛି ଇଡି। ଅର୍ଚ୍ଚନା ଲିଙ୍କ୍‌ରେ ସଂପୃକ୍ତ ଥିବା ଲୋକଙ୍କୁ  ମଧ୍ୟ ଇଡି ନୋଟିସ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଏଚ୍‌ଆଇଭି ମୁକ୍ତ ଓଡ଼ିଶା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଜନସାଧାରଣଙ୍କୁ ଏଚ୍‌ଆଇଭି ତଥା ଏଡ୍‌ସ ବିଷୟରେ ଅଧିକ ସଚେତନ କରିବାକୁ ଓଡ଼ିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମିତି (ଓସାକ୍ସ) ଦ୍ୱାରା ବ୍ୟାପକ ସଚେତନତା କାର୍ଯ୍ୟକ୍ରମ...

ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଥିବା ରାଜ୍ୟ...

ଅଜୟଙ୍କୁ ‘ଜଗଦୀଶ କଥା ସମ୍ମାନ’

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ଜଗଦୀଶ ମହାନ୍ତି ଟ୍ରଷ୍ଟ ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲରେ ‘ଜଗଦୀଶ ଜୟନ୍ତୀ’ ପାଳିିତ ହୋଇଯାଇଛି। କଥାକାର ଡ. ସରୋଜିନୀ ସାହୁଙ୍କ ସଭାପତିତ୍ୱରେ...

ସନ୍ଧ୍ୟା ସୁଦ୍ଧା ବିମାନବନ୍ଦରରେ ଟେଷ୍ଟିଂ ସେଣ୍ଟର: ବିଏମ୍‌ସି କମିଶନର

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ୨ୟ ଷ୍ଟ୍ରେନ୍‌। ଏଥିପାଇଁ ବିଏମ୍‌ସି ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ତେବେ ବିଏମ୍‌ସି ପକ୍ଷରୁ ନିଆଯାଇଥିବା ପଦକ୍ଷେପ ନେଇ...

ବନ୍ଦ ହେଲା ଭିନ୍ନକ୍ଷମ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ...

ଜୁଆ ନିଶାରେ ମସ୍‌ଗୁଲ ଧରାକୋଟ ଥାନା ପୋଲିସ: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ଧରାକୋଟ, ୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ବାରାକ୍‌ ମଧ୍ୟରେ ଥାନାର ପୋଲିସ କର୍ମଚାରୀମାନେ ତାସ୍‌ ଖେଳିବା ଘଟଣା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୪ରୁ...

ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ...

କୁମ୍ଭୀର ଉଦ୍ଧାର ଘଟଣା: ଡେପୁଟି ରେଞ୍ଜରଙ୍କ ସମେତ ୩ ନିଲମ୍ବିତ

ଦିଗପହଣ୍ଡି,୧୪ା୯(ଡି.ଏନ.ଏ)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ତଲାସିଙ୍ଗି ଗ୍ରାମ ଚାଷଜମିରୁ ଶନିବାର ଏକ କୁମ୍ଭୀର ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ବନ ବିଭାଗ ପକ୍ଷରୁ ନିର୍ଦ୍ଧାରିତ ଷ୍ଟାଣ୍ଡାର୍ଡ...

Advertisement
Archives

Model This Week