ଅର୍ଚ୍ଚନା ନାଗଙ୍କ ଅଭିଯୋଗକୁ ଭିତ୍ତିହୀନ କହିଲେ ଅମରେଶ, କାହା କଥାରେ ପଡ଼ି ସେ…

ଭୁବନେଶ୍ୱର,୧୨ା୭: ଅର୍ଚ୍ଚନା ନାଗଙ୍କ ଅଭିଯୋଗକୁ ଭିତ୍ତିହୀନ କହିଛନ୍ତି ଅମରେଶ ଜେନା। ସେ କହିଛନ୍ତି, ମୋର ଏହି ଘଟଣାରେ ସମ୍ପୃକ୍ତି ନାହିଁ, ତଦନ୍ତ ପରେ ସବୁ ସତ ଜଣାପଡ଼ିବ। ଅର୍ଚ୍ଚନା କାହା କଥାରେ ପଡ଼ି ଏପରି କହୁଛନ୍ତି କି କ’ଣ ମୁଁ ଜାଣିପାରୁନି। ସେ ଯେତେବେଳେ ମୋ ନାଁ ନେଇଛନ୍ତି, ମୁଁ କ’ଣ ବାହାରକୁ ପଳାଇବି ବୋଲି ପ୍ରଶ୍ନ କରିଛନ୍ତି ଅମରେଶ।

ସୂଚନା ଥାଉକି, ବିଜେଡି ବିରୋଧରେ ବର୍ଷିଲେ ଅର୍ଚ୍ଚନା ନାଗ। ତାଙ୍କ ଗିରଫଦାରୀ ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା ବୋଲି କହିଥିଲେ ଅର୍ଚ୍ଚନା। ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇଥିଲେ ଅର୍ଚ୍ଚନା ନାଗ। ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି। ତତ୍କାଳୀନ ଡିସିପି ପ୍ରତୀକ ସିଂ ଓ ଏସିପି ପ୍ରକାଶ ପାଲ ମଧ୍ୟ ସମ୍ପୃକ୍ତ ବୋଲି ଅର୍ଚ୍ଚନା କହିଛନ୍ତି।

ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ ପରେ ଆଜି ପ୍ରେସମିଟ କରି ତାଙ୍କ ଗିରଫ ପଛର ଗୁମର ଖୋଲିଛନ୍ତି ଅର୍ଚ୍ଚନା। ସେ କହିଛନ୍ତି, ତାଙ୍କୁ ପଛରୁ ଛୁରି ମାରିଥିଲେ କିଛି ଆଗ ଧାଡିର ବିଜେଡି ନେତା ଓ ବରିଷ୍ଠ ପୋଲିସ ଅଧିକାରୀ। ଆଜି ସେମାନଙ୍କ ନା ନେଇ ସେମାନଙ୍କ ବିରୋଧରେ ଖୋଲା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା। ଏନେଇ ବିଜେଡି ନେତା କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନି ।


Enter your email to get our daily news in your inbox.

All Right Reserved By Dharitri.Com

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri