ବୁଧବାରକୁ ଘୁଞ୍ଚିଲା ଅର୍ଚ୍ଚନାଙ୍କ ଜାମିନ ଆବେଦନ ମାମଲା

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ରାଜଧାନୀ ଲେଡି ବ୍ଲାକମେଲର୍‌ ଘଟଣାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ମାମଲା ବୁଧବାରକୁ ଘୁଞ୍ଚିଛି । ଭୁବନେଶ୍ୱର ଏସ୍‌ଡିଜେଏମଙ୍କ କୋର୍ଟରେ ମଙ୍ଗଳବାର ଭିସି ମାଧ୍ୟମରେ ଶୁଣାଣି କରାଯାଇଥିଲା । ଅର୍ଚ୍ଚନା ଝାରପଡା ଜେଲରୁ ଭିସିରେ ହାଜର ହୋଇଥିଲେ । ତେବେ ତାଙ୍କୁ ରିମାଣ୍ଡରେ ପୋଲିସ ନେଇପାରେ ବୋଲି ସୂଚନା ମିଳିଛି । ମାତ୍ର କୋର୍ଟ ଜାମିନ ଆବେଦନର ଶୁଣାଣି ବୁଧବାରକୁ ଘୁଞ୍ଚାଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫ ମେଗା ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ମେଟାଲ ସେକ୍ଟରରେ ୯୨,୭୧୩ କୋଟି ଟଙ୍କାର ୫ ମେଗା ପୁଞ୍ଜିନିବେଶ ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା...

ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି

ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୯ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫,୫୦୨କୁ ବୃଦ୍ଧି

ଭୁବନେଶ୍ୱର, ୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୪୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ...

ବରଗଡ଼ରୁ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଲା

ବରଗଡ଼ ଅଫିସ,୨୭।୭: ବରଗଡ଼ ଜିଲାରୁ ସୋମବାର ୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆତାବିରା ଏନ୍‌ଏସିର କଣ୍ଟେନ୍‌ମେଣ୍ଟ ଅଞ୍ଚଳରୁ ୨୧ଜଣ...

ବୀରକିଶୋରୀ ବଲ୍ଲଭରେ ଲାଗି ହେଉନି କାକରା ପିଠା

ପୁରୁଣା ଭୁବନେଶ୍ୱର,୨୬।୭(ଡି.ଏନ.ଏ.) : ଶ୍ରୀଲିଙ୍ଗରାଜଙ୍କର ବାରମାସରେ ତେର ପର୍ବ ପାଳନ ହେଉଥିବା ବେଳେ ଦୈନନ୍ଦିନ ନୀତିକାନ୍ତିରେ ଠାକୁରଙ୍କୁ ବିଭିନ୍ନ ପ୍ରକାର ଭୋଗ ଲାଗି ହୁଏ। ହେଲେ...

ଶେଷ ପର୍ଯ୍ୟାୟରେ ଯଖପୁରା-ଜରୋଲି ରେଳ ପ୍ରକଳ୍ପ ନିର୍ମାଣ

ଯାଜପୁର ଅଫିସ, ୨୨ା୧୦: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଏଫ୍‌ଆର୍‌ଏ (ଫରେଷ୍ଟ ରାଇଟ୍‌ ଆକ୍ଟ) ସାର୍ଟିଫିକେଟ,...

୩୦ରେ ସରିବ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ମାଗଣା କରୋନା ଟିକା ଅବଧି ସରିଆସୁଛି। ତେଣୁ ତୁରନ୍ତ ବୁଷ୍ଟର ଡୋଜ୍‌ ବା ପ୍ରିକଶନ ଡୋଜ୍‌ ଟିକା ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ...

Advertisement
Archives

Model This Week