ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ୍‌ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୩ରେ ଅର୍ଚ୍ଚନାଙ୍କ ଏହି ଜାମିନ ଆବେଦନ ଖାରଜ ହୋଇଛି।

ସୂଚନାଯୋଗ୍ୟ, ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ବିରୋଧରେ ଅକ୍ଷୟ ପରିଜା ଅଭିଯୋଗ କରିଥିଲେ। ଏହି ମାମଲାରେ ଇଡି ଅର୍ଚ୍ଚନାଙ୍କୁ ଦୁଇ ଥର ଡାକି ଜେରା କରିସାରିଛି। ଏହି ମାମଲାରେ ଇଡି ୧୫ ଜଣିଆ ତାଲିକାରୁ ୫ ଜଣଙ୍କୁ ଜେରା କରିସାରିଲାଣି। ତେବେ ମଙ୍ଗଳବାର ମଧ୍ୟ ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ୧୨ ଘଣ୍ଟା ଧରି ପଚରାଉଚରା କରିଥିଲା। ଏମାନଙ୍କଠାରୁ ମିଳିଥିବା ତଥ୍ୟ ଆଧାରରେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ପ୍ରଶ୍ନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri