ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ୍‌ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୩ରେ ଅର୍ଚ୍ଚନାଙ୍କ ଏହି ଜାମିନ ଆବେଦନ ଖାରଜ ହୋଇଛି।

ସୂଚନାଯୋଗ୍ୟ, ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ବିରୋଧରେ ଅକ୍ଷୟ ପରିଜା ଅଭିଯୋଗ କରିଥିଲେ। ଏହି ମାମଲାରେ ଇଡି ଅର୍ଚ୍ଚନାଙ୍କୁ ଦୁଇ ଥର ଡାକି ଜେରା କରିସାରିଛି। ଏହି ମାମଲାରେ ଇଡି ୧୫ ଜଣିଆ ତାଲିକାରୁ ୫ ଜଣଙ୍କୁ ଜେରା କରିସାରିଲାଣି। ତେବେ ମଙ୍ଗଳବାର ମଧ୍ୟ ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ୧୨ ଘଣ୍ଟା ଧରି ପଚରାଉଚରା କରିଥିଲା। ଏମାନଙ୍କଠାରୁ ମିଳିଥିବା ତଥ୍ୟ ଆଧାରରେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ପ୍ରଶ୍ନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’: ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର,୧।୮(ବ୍ୟୁରୋ): ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥିପାଇଁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି...

କୋଣାର୍କ ହେବ ନୂଆ ଡେଷ୍ଟିନେଶନ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ପ୍ରଥମେ କଚ୍ଛ୍‌ରେ ହେଉଥିବା ରାନ୍‌ ଉତ୍ସବ ଶୈଳୀରେ କୋଣାର୍କରେ ମାସିକିଆ ଉତ୍ସବ, ଆଉ ଏବେ ପର୍ଯ୍ୟଟକଙ୍କ ଲାଗି ଏକ ସ୍ଥାୟୀ ପ୍ରକଳ୍ପ। କୋଣାର୍କକୁ...

ବିଦ୍ୟାଭାରତୀଙ୍କୁ ଜେରା ନ କରି ଫେରିଗଲା କ୍ରାଇମବ୍ରାଞ୍ଚ ଟିମ୍‌

ବାରିପଦା ଅଫିସ,୩ା୯: ବହୁଚର୍ଚ୍ଚିତ ଏଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଗୁରୁବାର କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କୁ ତନାଘନା ଜେରା କରିଥିଲା। ପ୍ରାୟ ସାଢ଼େ ୬ ଘଣ୍ଟାରେ...

ବୈଷୟିକ ତ୍ରୁଟି ଦର୍ଶାଇ ଶୁଣାଣି କଲେନି ଖଣ୍ଡପୀଠ

ନୂଆଦିଲ୍ଲୀ/ ଭୁବନେଶ୍ୱର(ବ୍ୟୁରୋ),୧ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ହାଇକୋର୍ଟ ଗତ ୯ତାରିଖରେ ଦେଇଥିବା ନିର୍ଦ୍ଦେଶ ବିରୋଧରେ ହୋଇଥିବା ଏକାଧିକ ଆବେଦନ ଉପରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଶୁଣାଣି...

ଓସିଏସ୍‌ ପରୀକ୍ଷାଫଳ ପ୍ରକାଶ: କୃତକାର୍ଯ୍ୟ ହେଲେ ୭୮୫ ପରୀକ୍ଷାର୍ଥୀ

କଟକ ଅଫିସ,୯ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌)-୨୦୨୦ର ଲିଖିତ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୭୮୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ସେମାନଙ୍କ...

କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଜି ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ୪ଟାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ...

ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ...

ଶ୍ୱାସନଳୀରେ ଅଟକି ଗଲା ବଟିକା, ଆଉ ତା ପରେ…

କେନ୍ଦୁଝର, ୧୦।୩ (ଡି.ଏନ.ଏ.)- ଫାଇଲେରିଆ ବଟିକା ଖାଇ କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ମାଲଦା ଗାଁ ଅନ୍ଧାରିଖମନ ସାହିର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି।...

Advertisement
Archives

Model This Week