ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଚାଟାର୍ଡ ଆକାଉଣ୍ଟାଣ୍ଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ଜଣଙ୍କ ପରେ ଜଣଙ୍କୁ ଜେରା କରି ତଦନ୍ତ ଚଳାଇଛି। ଏହି କ୍ରମରେ ଶୁକ୍ରବାର ଅର୍ଚ୍ଚନା ଏବଂ ସହଯୋଗୀ ଖଗେଶ୍ୱରଙ୍କ ୨ ଜଣ ଚାଟାର୍ଡ ଆକାଉଣ୍ଟାଣ୍ଟ ଇଡିରେ ହାଜର ହୋଇଛନ୍ତି। ଅର୍ଚ୍ଚନାଙ୍କର ଆୟକର ସମ୍ପର୍କରେ ପଚରାଉଚରା କରିପାରେ ଇଡି। ଅନ୍ୟପଟେ, ଖଗେଶ୍ୱରଙ୍କ ସ୍ତ୍ରୀ ମଧ୍ୟ ଇଡିରେ ହାଜର ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଦିନ ବର୍ଷିବ, ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ଟ୍ରପ୍‌ ଲାଇନ, ଘୂର୍ଣ୍ଣି ବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଗତ ଦୁଇତିନି ଦିନ ହେଲା...

୧୮୩ ଘରୋଇ ହସ୍ପିଟାଲରେ ଦିଆଯିବ କୋଭିଡ୍‌ ଟିକା

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଅଧୀନରେ ଥିବା ୧୮୩ଟି ଘରୋଇ ହସ୍ପିଟାଲକୁ ପ୍ରାଇଭେଟ୍‌ କୋଭିଡ୍‌ ଭ୍ୟାକ୍ସିନେଶନ ସେଣ୍ଟର (ପିସିଭିସି) କରାଯିବ। ଏ...

ପେଟରୁ ବାହାରିଲା ୪ କିଲୋ ଟ୍ୟୁମର

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ୬୦ ବର୍ଷୀୟ ବ୍ୟକ୍ତିଙ୍କଠାରୁ ୩୦ ସେମି ଗୋଲେଇ ବିଶିଷ୍ଟ ୪ କିଗ୍ରାର ଏକ ବଡ଼ ଟ୍ୟୁମର୍‌ ବାହାରଛି। ଏକାଧିକ ଅଙ୍ଗ ଏବଂ ଟିସ୍ୟୁ ସହିତ...

ଭାଜପା ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର, ୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ପ୍ରଚାର ଚାଲିଥିବା ବେଳେ ସୋମବାର ପୋଲିସ ଦୁଇ ଜଣ ଯୁବକଙ୍କ ପାଖରୁ ୫୦ ଲକ୍ଷ ଟଙ୍କା ଜବତ କରିଛି।...

ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା...

ସ୍କୁଲ ଫି’ ଛାଡ଼ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ୍‌,୨୪।୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ଏବେ ଅଭିଭାବକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଏଭଳି ସମୟରେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦାଖଲ କରିପାରିବେ...

ବ୍ୟାସକବିଙ୍କୁ ମନେ ପକାଇଲେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓଡ଼ିଆ ମାଟିର ଆଦ୍ୟ କଥାକାର ତଥା ବ୍ୟାସକବି ଫକୀରମୋହନଙ୍କ ଜୟନ୍ତୀ ପୋଖରୀପୁଟ ଡିଏଭି ସ୍କୁଲରେ ପାଳିତ ହୋଇଯାଇଛି। ଆଞ୍ଚଳିକ ନିର୍ଦ୍ଦେଶାଳୟର ସହ ନିର୍ଦ୍ଦେଶିକା ତଥା...

ଆସୁଛି ବାତ୍ୟା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଆସନ୍ତା ୧୫...

Advertisement
Archives

Model This Week