Advertisement

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ବାପା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରବିବାର ଇଡିରେ ହାଜର ହୋଇଛନ୍ତି ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବାପା। ଅର୍ଚ୍ଚନାଙ୍କ ବେନାମୀ ସମ୍ପତ୍ତି ନେଇ ଇଡି ଖୋଳତାଡ଼ ଆରମ୍ଭ କରିଛି। ଅର୍ଚ୍ଚନାଙ୍କ ବାପା ଆଜି ସକାଳେ ଇଡି ଅଫିସରେ ହାଜର ହେବା ପରେ ତାଙ୍କୁ ପଚରାଉଚରା କରାଯାଇ ଅଧିକ ତଥ୍ୟ ସଂଗ୍ରହ କରୁଛି ଇଡି। ୫ ବର୍ଷ ମଧ୍ୟରେ ଅର୍ଚ୍ଚନା କିପରି ଏତେ ସମ୍ପତ୍ତିର ଅଧିକାରିଣୀ ହେଲେ ସେନେଇ ଇଡି ଜେରା କରୁଛି।

ଅନ୍ୟପକ୍ଷରେ ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଇ ଇଡି ମଧ୍ୟ ତାଙ୍କୁ ପଚରାଉଚରା କରୁଛି। ଆଜି ତାଙ୍କ ରିମାଣ୍ଡ ୪ର୍ଥ ଦିନରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଆଉ ଏକ ଝଟ୍‌କା: ଦଳ ଛାଡ଼ିଲେ ସୁକାନ୍ତ

ବରଗଡ଼ ଅଫିସ୍‌,୨୫।୧- ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ସୋମବାର ୨ ଜାତୀୟ ଦଳ ଭାଜପା, କଂଗ୍ରେସ ପ୍ରାର୍ଥିନୀ...

ଶ୍ରଦ୍ଧାଙ୍କୁ ‘ମିସେସ୍‌ ଇଣ୍ଡିଆ ନୟନତାରା’ ଟାଇଟଲ୍‌

ଭୁବନେଶ୍ୱର, ୧୫। ୮(ବ୍ୟୁରୋ):‘ମିସ୍‌ ଇଣ୍ଡିଆ ନୟନତାରା’ର ଅପୂର୍ବ ସଫଳତା ପରେ ଏସ୍‌ଜେ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଅନ୍‌ଲାଇନ୍‌ରେ ଚାଲିଥିବା ‘ମିସେସ୍‌ ଇଣ୍ଡିଆ ନୟନତାରା’ ପ୍ରତିଯୋଗିତାର ଗ୍ରାଣ୍ଡ୍‌...

କଟକରେ କାୟା ବିସ୍ତାର କରୁଛି କରୋନା: ଆଜି ୬୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୭-କଟକରେ କାୟା ବିସ୍ତାର କରୁଛି କରୋନା। ସୋମବାର ସହରରୁ ଆଉ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୯ ଜଣ କ୍ୱାରାଣ୍ଟାଇନରେ...

ଓଡ଼ିଶାର ୨୪ ଜିଲାରେ ମହାପ୍ରଭୁଙ୍କ ସମ୍ପତ୍ତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ ପୁରୀଙ୍କର ଓଡ଼ିିଶାର ୨୪ଟି ଜିଲାରେ ୬୦,୪୨୬.୯୪୩ ଏକର ଜମି ରହିଥିବା ଚିହ୍ନଟ କରାଯାଇଛି। ସେଥିରୁ ଏ ପର୍ଯ୍ୟନ୍ତ ୩୪,୮୦୩.୦୧୩ ଏକର...

ଏବେ ବି ଚୁଆପାଣି ଉପରେ ଭରସା

ନୂଆଗାଁ,୩।୧୧(ଡି.ଏନ.ଏ.):ଲୋକଙ୍କ ସମସ୍ୟା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେଥିମଧ୍ୟରୁ ପାନୀୟ ଜଳ ଏକ ପ୍ରମୁଖ ସମସ୍ୟା। ସେଥିପାଇଁ ସରକାର ଅଧିକ...

ଆରମ୍ଭ ହେଲା ‘ଛେରାପହଁରା’

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ...

ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ଭୁବନେଶ୍ୱର (ବ୍ୟୁରୋ)/ପାତ୍ରପଡା, ୨୩ା୧୧(ଡି.ଏନ.ଏ): ଅନିଲ ଜେନା ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି ନେଇ ବାହାଦଳପୁର ଅଞ୍ଚଳର ଶତାଧିକ ଲୋକେ ଶୁକ୍ରବାର ରାତିରେ ଖଣ୍ଡଗିରି ଥାନା...

ଆସୁଛି ଲଘୁଚାପ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ...

Advertisement
Archives

Model This Week