ଅର୍ଚ୍ଚନାଙ୍କ ସ୍ବାମୀଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ନାଗଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଉଠାଇ ନେଇଛି। ଅର୍ଚ୍ଚନା ବ୍ଲାକମେଲିଂ ଘଟଣାରେ ତାଙ୍କ ସ୍ବାମୀଙ୍କୁ ମାଷ୍ଟରମାଇଣ୍ଡ କୁହାଯାଉଥିଲା। ତେବେ ସୋମବାର ସକାଳେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇ ପଚରାଉଚରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri