ଆଜି ସରୁଛି ଅର୍ଚ୍ଚନାଙ୍କ ରିମାଣ୍ଡ ତଥାପି ଖୋଲୁନାହାନ୍ତି ମୁହଁ

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ୭ ଦିନିଆ ରିମାଣ୍ଡ ସୋମବାର ସରୁଛି। ମାତ୍ର ଅର୍ଚ୍ଚନା ଇଡିକୁ ସହଯୋଗ କରୁ ନ ଥିବାରୁ ତଦନ୍ତରେ ବାଧା ଉପୁଜୁଛି। ତେବେ କାହିଁକି ସେ ମୁହଁ ଖୋଲୁ ନାହାନ୍ତି ସେନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି।

ସୂଚନାଯୋଗ୍ୟ, ଗତ ୬ ତାରିଖରେ ଇଡି ଅର୍ଚ୍ଚନାଙ୍କୁ ରିମାଣ୍ଡରେ ନେଇଥିଲା। ରିମାଣ୍ଡରେ ନେବା ପୂର୍ବରୁ ତାଙ୍କର ଡାକ୍ତରୀ ଚିକିତ୍ସା କରାଯାଇଥିଲା। କ୍ୟାପିଟାଲ ହସ୍ପିଟାଲରୁ ବାହାରିବା ବେଳେ ଗଣମାଧ୍ୟମ ଆଗରେ ଅର୍ଚ୍ଚନା ତାଙ୍କ ବୟାନରେ କହିଥିଲେ, ମୁଁ ଯଦି ମୁହଁ ଖୋଲିବି ତେବେ ରାଜ୍ୟ ଦୋହଲି ଯିବ। କିନ୍ତୁ ଇଡି ଆଗରେ ସେ କାହିଁକି ମୁହଁ ଖୋଲିପାରୁନାହାନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଅନ୍ୟପକ୍ଷରେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ମଧ୍ୟ ଆଜି ଇଡି କୋର୍ଟରେ ହାଜର କରିବ। ଏହି ଦମ୍ପତିଙ୍କୁ ଇଡି ମୁହାଁମୁହିଁ ଜେରା କରିପାରେ। ତେବେ ଦେଖାଯାଉ ଆଜି ଇଡିକୁ କେଉଁ ସବୁ ତଥ୍ୟ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ: କଦଳୀ ଭେଳା କରି ସମୁଦ୍ରରେ ଭସାଇଦେଲେ ସାପ କାମୁଡ଼ା ଛାତ୍ରୀଙ୍କ ମୃତଦେହ

ମହାକାଳପଡ଼ା,୨୪ା୯ ଡି.ଏନ.ଏ.): ଅନ୍ଧବିଶ୍ୱାସ ଓ ପୁରୁଣା ପରମ୍ପରା ଏବେ ବି ଲୋକଙ୍କ ମନରେ ବଞ୍ଚତ୍ ରହିଛି। ତା’ର ଏକ ଉଦାହରଣ ଗୁରୁବାର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା...

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା...

ପରୀର କୌଣସି ହାଡ଼ ନିଖୋଜ ନାହିଁ, ସରୋଜର ଗାମୁଛା ବଡ଼ ପ୍ରମାଣ ଦେବ: ବୋଥ୍ରା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ପରୀ ଅପହରଣ ଓ ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି।...

ଶହୀଦ ସହାୟତା ରାଶି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଯୁଦ୍ଧ ତଥା ଆତଙ୍କବାଦର ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟସ୍ବଜନଙ୍କ ନିମନ୍ତେ ସହାୟତା ରାଶି ବୃଦ୍ଧି ପାଇଛି। ଏହି ସହାୟତା ରାଶି...

ଲଡ଼ୁବାବାଙ୍କ ଚାପ ଡଙ୍ଗା ଓଲଟିଲା

ନୟାଗଡ଼ ଅଫିସ,୨୪ା୫”ନୟାଗଡ଼ ଜିଲା ଶରଣକୂଳର ଆରାଧ୍ୟ ଦେବ ଲଡୁବାବାଙ୍କ ଚାପ ଡଙ୍ଗା ସୋମବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ ଚନ୍ଦନ ପୁଷ୍କରିଣୀରେ ଓଲଟି ପଡିବାରୁ...

ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ...

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି...

ଆଜି ଭୁବନେଶ୍ବରରେ ଡେପୁଟି ମେୟର ନିର୍ବାଚନ

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ବରରେ ଆଜି ଡେପୁଟି ମେୟର ନିର୍ବାଚନ ହେବ। ୧୦ଟାରେ ଡେପୁଟି ମେୟର ପଦ ଲାଗି ନାମାଙ୍କନ କରାଯିବ । ୧୦ଟାରୁ ୧୧ଟା ଯାଏ ନାମାଙ୍କନ...

Advertisement
Archives

Model This Week