ଅର୍ଚ୍ଚନାଙ୍କ ରିମାଣ୍ଡର ଆଜି ଦ୍ୱିତୀୟ ଦିନ, ଅଧିକ ତଥ୍ୟ ହାସଲ କରିପାରେ ଇଡି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ବେଆଇନ୍‌ ଅର୍ଥ କାରବାରକୁ ନେଇ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠୁ ୭ ଦିନିଆ ରିମାଣ୍ଡରେ ନେଇଛି ଇଡି। ତେବେ ଆଜି ରିମାଣ୍ଡର ଦ୍ବିତୀୟ ଦିନ ଥିବା ବେଳେ ଇଡି ଅଧିକ ତଥ୍ୟ ହାସଲ କରିପାରେ।
ମଙ୍ଗଳବାର ଇଡି କାର୍ଯ୍ୟାଳୟ ଯିବା ପୂର୍ବରୁ ଅର୍ଚ୍ଚନା ପ୍ରତିକ୍ରିୟା ରଖିଥିଲେ। କହିଥିଲେ, କାହାକୁ ଛାଡିବିନି ସବୁ ଗୁମର ଖୋଲିବି। ୩୦ ମିନିଯ୍‌ରେ ପ୍ରମାଣ ସହ ଏକ୍ସକ୍ଲୁସିଭ ତଥ୍ୟ ଦେବି । ଇଡିର ତଦନ୍ତକୁ ମୁଁ ଅପେକ୍ଷା କରିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ କିଣା: କାଗଜପତ୍ରରେ ଧାର୍ଯ୍ୟ ପୂରଣ

ଯାଜପୁର ଅଫିସ, ୧୪।୭: ଗତ ମେ ୧୫ରୁ ଆରମ୍ଭ ହୋଇଥିବା ରବି ଋତୁ ଧାନ କିଣାରେ କୋରେଇ, ଦଶରଥପୁର, ବଡ଼ଚଣା, ବିଞ୍ଝାରପୁର ଓ ଧର୍ମଶାଳା ବ୍ଲକରେ...

କାଳବୈଶାଖୀରେ ଉଡ଼ିଗଲା ହଷ୍ଟେଲ ଛପର

ପାଟଣା/ଢେଙ୍କିକୋଟ, ୨୨।୪(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ପାଟଣା ଓ ଢେଙ୍କିକୋଟ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ବର୍ଷା ସାଙ୍ଗକୁ ପବନରେ ପାଟଣା ବ୍ଲକରେ...

ଟ୍ରକ୍‌ ମାଲିକଙ୍କ ଜୀବିକାରେ ଚଡ଼କ

ଯୋଡ଼ା,୨୧।୬ (ଡି.ଏନ.ଏ.) କେନ୍ଦୁଝର ଜିଲାର ଯୋଡ଼ା ଖଣି ମଣ୍ଡଳରେ ବହୁ ସଂଖ୍ୟକ ଲୋକ ଟ୍ରକ୍‌ ପରିବହନ ବ୍ୟବସାୟ ଉପରେ ନିର୍ଭରଶୀଳ ା ପ୍ରାୟ ୧୦ ହଜାରରୁ...

ବାଉରୀ ନାଳରେ ପୋଲ ନିର୍ମାଣ ହେଉନି: ବର୍ଷା ହେଲେ ଯାତାୟାତ ଠପ୍‌

ଛେଣ୍ଡିପଦା,୨୮ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା-ପରା ପଥରପୁଞ୍ଜି ଗ୍ରାମ ରାସ୍ତାର ମଧ୍ୟଭାଗରେ ପ୍ରବାହିତ ବାଉରୀ ନାଳ ଉପରେ ଦୀର୍ଘଦିନର ଦାବି ସତ୍ତ୍ୱେ ସ୍ଥାୟୀ ପୋଲ...

୧ରୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ, ଗୁଟ୍‌ଖା ମନା

ପୁରୁଣାଭୁବନେଶ୍ୱର,୩୦ା୧୦ (ଡି.ଏନ.ଏ.):ନଭେମ୍ବର ୧ରୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ ଗୁଟ୍‌ଖା ସମ୍ପୂର୍ଣ୍ଣ ମନା କରାଯିବ। ଏଥିରେ ବ୍ୟତିକ୍ରମ ହେଲେ ୧୦୦ଟଙ୍କା ଫାଇନ ଦେବାକୁ ହେବ ବୋଲି ମଙ୍ଗଳବାର...

ଓଏସ୍‌ଡିଏମ୍‌ଏକୁ ମିଳିବ ସୁଭାଷ ବୋଷ ଆପଦ ପ୍ରବନ୍ଧନ ପୁରସ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ)କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁଭାଷ ଚନ୍ଦ୍ର ବୋଷ୍‌...

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ...

ମସ୍କୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ‘ଆଡିୟୁ ଗୋଡାର୍ଡ’

ଭୁବନେଶ୍ୱର, ୧୯।୪ (ବ୍ୟୁରୋ): ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟଙ୍କ ନିର୍ଦ୍ଦେଶିତ ତଥା ସ୍ବସ୍ତିକ ଆର୍ଟ ହାଉସ୍‌ ବ୍ୟାନରରେ ନିର୍ମିତ ହୋଇଥିବା ଫିଚର ଫିଲ୍ମ ‘ଆଡିୟୁ ଗୋଡାର୍ଡ’ର ଓ୍ବାଲର୍‌ଡ ପ୍ରିମିୟର...

Advertisement
Archives

Model This Week