Posted inଖେଳ

ପୁଣି ଆହତ ସମସ୍ୟା ସାଜିଲା ବାଧକ

ଲଣ୍ଡନ, ୧୭ା୫ : ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରୁ ଇଂଲଣ୍ଡ ପେସର ଜୋଫ୍ରା ଆର୍ଚ୍ଚର ବାଦ୍‌ ପଡ଼ିଛନ୍ତି। ନିକଟରେ ଆହତ ସମସ୍ୟା ମୁକୁଳି ଥିବା ଆର୍ଚ୍ଚର ସସେକ୍ସ ବିପକ୍ଷ କାଉଣ୍ଟି ଚାମ୍ପିୟନଶିପ୍‌ ମ୍ୟାଚ୍‌ ବେଳେ ଡାହାଣ ଏଲବୋରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହି କାରଣରୁ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ମାତ୍ର ୫ ଓଭର ବୋଲିଂ କରିବାକୁ ସକ୍ଷମ ହୋଇଥିଲେ ଏହି ପେସର।

ଆର୍ଚ୍ଚର ଆସନ୍ତା ସପ୍ତାହରେ ଡାକ୍ତରଙ୍କ ସହ ପରାମର୍ଶ କରିବେ। ଗତ ବର୍ଷ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ରେ ସମାନ ଆହତ ସମସ୍ୟାର ସମ୍ମୁଖୀନ ହୋଇଥିଲେ ଆର୍ଚ୍ଚର। ଏହାପରେ ଭାରତ ବିପକ୍ଷ ସିରିଜ୍‌ରେ ପୁଣି ଥରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଇଞ୍ଜେକଶନ ନେବାକୁ ପଡ଼ିଥିଲା। ତେବେ ଆର୍ଚ୍ଚରଙ୍କ ଆହତ ସମସ୍ୟା ଇଂଲଣ୍ଡ ପାଇଁ ଚିନ୍ତାର କାରଣ ପାଲଟିପାରେ। କାରଣ ଚଳିତ ବର୍ଷ ଆଇସିସି ଟି୨୦ ବିଶ୍ୱକପ୍‌ ଓ ଆଶେସ ଭଳି ଗୁରୁତ୍ୱପୂର୍ଣ୍ଣ ସିରିଜ୍‌ ଖେଳାଯିବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?