Posted inଖେଳ

ହାତ ନଥାଇ ଫାଇନାଲରେ ତୀରନ୍ଦାଜ ଶୀତଲ

ନୂଆଦିଲ୍ଲୀ, ୧୬ା୧୨ ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ଉଦ୍‌ଘାଟନୀ ଖେଲୋ ଇଣ୍ଡିଆ ପାରା ଗେମ୍ସରେ ହାତ ନ ଥିବା ତୀରନ୍ଦାଜ ଶିତଲ ଦେବୀ ଶୁକ୍ରବାର ଥିଲେ ଆକର୍ଷଣର କେନ୍ଦ୍ର ବିନ୍ଦୁ। ସେ ମହିଳା କମ୍ପାଉଣ୍ଡ ବିଭାଗରେ ସ୍ବର୍ଣ୍ଣ ପଦକ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ୧୬ବର୍ଷୀୟା ଏହି ଏସିଆନ ପାରା ଗେମ୍ସ ଚାମ୍ପିୟନ ୬୯୬ ପଏଣ୍ଟ ସ୍କୋର କରି ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି।

ଜମ୍ମୁ କଶ୍ମୀରରୁ ପ୍ରତିନିଧିତ୍ୱ କରୁଥିବା ଶିତଲ ବିଗତ କିଛି ମାସ ହେଲା ଚହଳ ସୃଷ୍ଟି କରିଛନ୍ତି। ହାଙ୍ଗ୍‌ଝୋଠାରେ ଅନୁଷ୍ଠିତ ତାଙ୍କ ପ୍ରଥମ ପଦାର୍ପଣରେ ସେ ଦୁଇଟି ପଦକ ଜିତିପାରିଛନ୍ତି। ପରେ ସେ ବ୍ୟାଙ୍କକ୍‌ଠାରେ ଅନୁଷ୍ଠିତ ପାରା ଏସିଆନ ଗେମ୍ସରେ ପଦକ ଜିତିଥିଲେ। ଉତ୍ତର ପ୍ରଦେଶର ଜ୍ୟୋତି ବାଲାୟନ ଶିତଲଙ୍କଠାରୁ ୧୦ ପଏଣ୍ଟ କମ୍‌ ୬୮୬ ପଏଣ୍ଟ ଅର୍ଜନ କରି ଅନ୍ୟତମ ପ୍ରତିଯୋଗୀ ଭାବେ ଫାଇନାଲରେ ପ୍ରବେଶ କରିଛନ୍ତି। ହରିୟାଣାର ସିରିତା ଓ ଦିଲ୍‌ଲୀର ତନିଷ୍କା ଶନିବାର ବ୍ରୋଞ୍ଜ ପଦକ ପାଇଁ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri