Posted inଖେଳ

ପୁଣି ଆଇପିଏଲ୍‌ ହେଲେ ଖେଳିବେ ଆର୍ଚର

ଲଣ୍ଡନ, ୧୫ା୫ (ପି.ଟି.)- ଆଘାତଜନିତ ସମସ୍ୟାରୁ ମୁକୁଳିବା ପରେ ଇଂଲଣ୍ଡ ସ୍ପିଡ୍‌ଷ୍ଟର ଜୋଫ୍ରା ଆର୍ଚର କ୍ରିକେଟକୁ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। କୋଭିଡ୍‌ ପାଇଁ ବର୍ତ୍ତମାନ ସସ୍‌ପେଣ୍ଡ ଥିବା ଆଇପିଏଲ୍‌ ଯଦି ବର୍ଷର ପରବର୍ତ୍ତୀ ଭାଗରେ ଖେଳାଯାଏ ତେବେ ସେ ଖେଳିବାକୁ ଚାହାନ୍ତି ବୋଲି କହିଛନ୍ତି। ଇଂଲଣ୍ଡର ଭାରତ ଟୁର୍‌ ବେଳେ ଏହି ୨୬ ବର୍ଷୀୟ ବୋଲରଙ୍କ କହୁଣିରେ ଆଘାତ ଲାଗିଥିଲା। ଫଳରେ ସେ ଆଇପିଏଲ୍‌ରେ ଖେଳିପାରି ନ ଥିଲେ। ଇଞ୍ଜୁରିରୁ ମୁକ୍ତି ପାଇବା ପରେ ଆର୍ଚର କାଉଣ୍ଟି କ୍ରିକେଟରେ ସସେକ୍ସ ଟିମ୍‌ ତରଫରୁ ଖେଳୁଛନ୍ତି। ଗୁରୁବାର କେଣ୍ଟ୍‌ ବିପକ୍ଷ ମ୍ୟାଚରେ ସେ ତାଙ୍କ ୧୩ ଓଭର ବୋଲିଂ କରି ୨୯ ରନ ବିନିମୟରେ ୨ ଉଇକେଟ ଅକ୍ତିଆର କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?