Posted inଖେଳ

ଆର୍ଚେରୀ ବିଶ୍ୱକପ୍‌: କ୍ୱାଲିଫିକେଶନ ରାଉଣ୍ଡରେ ଶୀର୍ଷରେ ଭାରତୀୟ ମହିଳା

ଗ୍ବାଟେମାଲା ସିଟି,୨୨।୪(ପି.ଟି.): ଦୀର୍ଘ ଦୁଇବର୍ଷ ପରେ ଆର୍ଚେରୀ ବିଶ୍ୱକପ୍‌କୁ ପ୍ରତ୍ୟାବର୍ତ୍ତନ କରି ଭାରତୀୟ ରିକର୍ଭ ଆର୍ଚରମାନେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। କ୍ୱାଲିଫିକେଶନ ରାଉଣ୍ଡରେ ଭାରତୀୟ ମହିଳା ରିକର୍ଭ ଟିମ୍‌ ଶୀର୍ଷରେ ରହିଛି। ଅଙ୍କିତା ଭକତ ଓ ଦୀପିକା କୁମାରୀ ପ୍ରାରମ୍ଭିକ ପର୍ଯ୍ୟାୟରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ପୁରୁଷ ଓ ମହିଳା ଟିମ୍‌ ଇଭେଣ୍ଟରେ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ୩ଟି ଇଭେଣ୍ଟରେ ଭାରତୀୟ ତୀରନ୍ଦାଜମାନେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।
ଅତନୁ ଦାସ ବିଶ୍ୱର ୧ ନମ୍ବର ତୀରନ୍ଦାଜ ବ୍ରାଡି ଏଲିସନଙ୍କ ପଛରେ ରହି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ପ୍ରଦର୍ଶନ ବଳରେ ଭାରତୀୟ ଦଳ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କରିଛି। ମିକ୍ସଡ ସେକ୍‌ସନରେ ଅତନୁ ଓ ଦୀପିକା ଏକାଠି ପ୍ରତିଯୋଗିତାରେ ଭାଗନେବେ। ଗତବର୍ଷ ଦୁହେଁ ବିବାହ କରିଥିଲେ। ଟୋକିଓ ଅଲିମ୍ପିକ୍ସ ପାଇଁ ଏହି ଟୁର୍ନାମେଣ୍ଟ ପ୍ରସ୍ତୁତିରେ ବେଶ୍‌ ସହାୟ ହେବ। କୋଭିଡ୍‌-୧୯ ମହାମାରୀ ପାଇଁ ଏହି ପ୍ରତିଯୋଗିତା ଗୋଟିଏ ବର୍ଷ ଆୟୋଜନ ହୋଇପାରି ନ ଥିଲା। ଇତିମଧ୍ୟରେ ୧୮ ମାସ ବିତିଯାଇଥିଲେ ମଧ୍ୟ ମସ୍କୋରେ ଆର୍ଚେରୀ ବିଶ୍ୱକପ୍‌ ଆୟୋଜନ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri