ଶାଙ୍ଘାଇ,୨୦ା୫(ପି.ଟି.): ଚଳିତ ତୀରନ୍ଦାଜୀ ବିଶ୍ୱକପ୍ ଷ୍ଟେଜ୍-୨ରେ ଭାରତର କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ପଦକ ପକ୍କା କରିଥିବା ବେଳେ ରିକର୍ଭ ଦଳର ପ୍ରଦର୍ଶନ ନୈରାଶ୍ୟଜନ ରହିଛି। ନୂଆ ଯୋଡ଼ି ଓଜାସ ଜ୍ୟୋତି ଓ ଜ୍ୟୋତି ଭେନମ ପ୍ରତିଦ୍ୱନ୍ଦ୍ୱୀ ଇଟାଲୀ ଟିମ୍କୁ ୧୫୭-୧୫୭(୧୯*-୧୯)ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ସେମାନେ କ୍ରମାଗତ ଦ୍ୱିତୀୟ ଥର ସ୍ବର୍ଣ୍ଣ ଜିତିବା ଲକ୍ଷ୍ୟରେ ରହିଛନ୍ତି। ୬ଷ୍ଠ ସିଡ୍ ଭାରତୀୟ ଯୋଡ଼ି ଶନିବାର ଫାଇନାଲରେ ଟପ୍ ସିଡ୍ କୋରିଆକୁ ଭେଟିବ। ଏଠାରେ ୬ଷ୍ଠ ସିଡ୍ ଓଜାସ୍ ଓ ଜ୍ୟୋତି ଗତ ମାସରେ ଆଣ୍ଟାଲ୍ୟାଠାରେ ଅନୁଷ୍ଠିତ ଏହି ଇଭେଣ୍ଟ ଜିତି ପ୍ରଥମ ଥର ସ୍ବର୍ଣ୍ଣ ପଦକ ପାଇଥିଲେ। ଭାରତର ଏହି ଯୋଡ଼ି ପ୍ରଥମେ ପ୍ରିକ୍ୱାର୍ଟରରେ ବାଂଲାଦେଶ ବିପକ୍ଷରେ ୧୫୮-୧୫୧ରେ ବିଜୟ ଲାଭ କରିଥିଲା। ପରେ ତୁର୍କୀ ବିପକ୍ଷରେ୧୫୭-୧୫୬ରେ ବିଜୟ ଲାଭ କରିଥିଲେ। ଅଲିମ୍ପିକ କାଟେଗୋରିରେ ରିକର୍ଭ ଯୋଡ଼ି ଧୀରଜ ବୋମାଦେବୋରା ଓ ସିମରନଜିତ୍ କୌର ଇଣ୍ଡୋନେସିଆଠାରୁ ପରାଜିତ ହୋଇଛନ୍ତି।
ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…
କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ
ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…
ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍ ଆରମ୍ଭ ପୂର୍ବରୁ ହଇଚଇ
ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…
ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର
ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…
ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…
ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…
ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ
ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…
ପୁଣି କିମ୍ ଯଙ୍ଗ୍ ଉନ୍ ବିଜୟୀ
ପୋଙ୍ଗୟାଙ୍ଗ୍ ,୧୯ା୩: ଉତ୍ତର କୋରିଆ ଶାସକ କିମ୍ ଯଙ୍ଗ୍ ଉନ୍ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…
ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…
ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍ଟା ଓ ଗୋଜୋରେ ହେବ। ଉଦ୍ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…
Archives

