ଜେଲ ଗଲେ ଏଆର୍‌ସିଏସ୍‌

ଢେଙ୍କାନାଳ ଅଫିସ,୪ା୯: ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ସମବାୟ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫ୍‌ କୋଅପରେଟିଭ ସୋସାଇଟି (ଏଆର୍‌ସିଏସ୍‌) ବିଦ୍ୟାଧର ବେହେରା ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗୁରୁବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ବୁଧବାର ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ତାଙ୍କ ଅଫିସ ଓ ଭୁବନେଶ୍ୱର ପଟିଆସ୍ଥିତ ବାସଭବନ ସମେତ ଭଦ୍ରକ ଜିଲା ଭଣ୍ଡାରୀପୋଖରୀସ୍ଥିତ ପୈତୃକ ଘର ଉପରେ ଭିଜିଲାନ୍ସ ଚଢାଉ କରିଥିଲା। ଚଢାଉ ସମୟରେ ପ୍ରାୟ ୨ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଥିଲା। ଏ ସଂକ୍ରାନ୍ତରେ କଟକ ଭିଜିଲାନ୍ସ ଥାନାରେ ନଂ.୧୩/୨୦ରେ ଏକ ମାମଲା ରୁଜୁ କରାଯାଇଛି ବୋଲି ଢେଙ୍କାନାଳ ଭିଜିଲାନ୍ସ ଶାଖା ଡିଏସ୍‌ପି ବେଣୁଧର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ସମାଧି ଉପରେ ପୂଜାର୍ଚ୍ଚନା, ଗୁଣିଗାରେଡି ସନ୍ଦେହ କଲେ ବାପା

ପାଟଣାଗଡ଼,୧୩ା୯ (ଡି.ଏନ.ଏ.): ବିଜ୍ଞାନର ଢେର ଅଗ୍ରଗତି ଘଟିଛି। ଅନ୍ଧବିଶ୍ୱାସ, କୁସଂସ୍କାର ଦୂର ହୋଇଛି ବୋଲି ପ୍ରଚାର ଚାଲିଛି । ହେଲେ ଆଜି ବି ଗୁଣିଗାରେଡି ପ୍ରତି...

ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ: ଜାଣନ୍ତୁ ଗୋଟିଏ ଦିନରେ କେତୋଟି ରହିଛି ଲୋକାଲ କେସ୍‌

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲାରେ ରବିବାର ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୯୧୫...

ଅନ୍‌ଲାଇନ୍‌ରେ ଠକେଇ, ୬୯ ହଜାର ଟଙ୍କା ଗାଏବ

ଗୋପାଳପୁର,୨୬ା୧୦: ଏକ ପାର୍ସଲର ଟ୍ରାକିଙ୍ଗ୍‌ ନମ୍ବର ଜାଣିବାକୁ ଉଦ୍ୟମ କରି ଜଣେ ମହିଳାଙ୍କ ଆକାଉଣ୍ଟରୁ ୬୯ ହଜାର ଟଙ୍କା ଠକେଇ ହୋଇଥିବା ଗୋପାଳପୁର ଥାନାରେ ଅଭିଯୋଗ...

ଜମି ଦେବା ନାଁରେ ୭୮ ଲକ୍ଷ ଠକେଇ: ବିଲ୍‌ଡର ଗିରଫ

ମଙ୍ଗୁଳି,୧୫ା୭(ଡି.ଏନ୍‌.ଏ.): ଏକାଧିକ ସ୍ଥାନରେ ଜମି ଦେବାକୁ ପ୍ରତିଶ୍ରୁତି ଦେଇ ୭୮ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ପ୍ରଶାନ୍ତ ବେହେରା ନାମକ ଜଣେ ବିଲ୍‌ଡରଙ୍କୁ ଜଗତ୍‌ପୁର ପୋଲିସ...

ମହିଳା ବନପାଳଙ୍କୁ ନିର୍ଯାତନା

ଖୋର୍ଦ୍ଧା ଅଫିସ,୧୪ା୮: ଖୋର୍ଦ୍ଧା ଜିଲା ଚିଲିକା ବନ୍ୟପ୍ରାଣୀ ବନଖଣ୍ଡର ନୂଆପଡ଼ା ରେଞ୍ଜ୍‌ରେ କାର୍ଯ୍ୟରତ ଜଣେ ମହିଳା ବନପାଳଙ୍କୁ ଉପରିସ୍ଥ ଅଧିକାରୀ ନିର୍ଯାତନା ଦେଉଛନ୍ତି। ଏନେଇ ସେ...

ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ  

ଖଲିକୋଟ,୨୭ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ...

ଶୋଇବା ଘରେ ୧୪ ଫୁଟ୍‌ର ଅହିରାଜ

ବାଙ୍ଗିରିପୋଷି,୨୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ନିଶ୍ଚିନ୍ତା ଗ୍ରାମର ଅଧ୍ୟାପକ ଅଶୋକ କୁମାର ମହାପାତ୍ରଙ୍କ ଶୋଇବା ଘରୁ ୧୪ ଫୁଟ ଲମ୍ବ ଏକ ଅହିରାଜ...

ବରୀରେ ସଭ୍ୟସଂଗ୍ରହ ଅଭିଯାନ, ମିଶ୍ରଣ ପର୍ବ : ବିଜେଡିରେ ମିଶିଲେ ୨ଶହରୁ ଊର୍ଦ୍ଧ୍ୱ ନେତା, କର୍ମୀ

ବରୀ, ୯ା୯(ସ୍ବ.ପ୍ର.)- ବରୀ ବ୍ଲକ ଅଧୀନ ଅଟିରା ପଞ୍ଚାୟତ ସନ୍ଥନ ମଠ ନିକଟରେ ରବିବାର ବରୀ ନିର୍ବାଚନମଣ୍ଡଳୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଓ ମିଶ୍ରଣ...

Advertisement
Archives

Model This Week