ଅର୍ଦ୍ଧେନ୍ଦୁ ଦାସ ଗିରଫ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍‌ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରୁଥିବା ଇଓଡବ୍ଲ୍ୟୁ ପକ୍ଷରୁ ଗୁରୁବାର ତାଙ୍କୁ ଗିରଫ କରାଯାଇଥିବା ନେଇ ଇଓଡବ୍ଲ୍ୟୁ ପକ୍ଷରୁ ବିଧିବଦ୍ଧ ଭାବେ କୌଣସି ସୂଚନା ଦିଆଯାଇ ନ ଥିବା ବେଳେ ବିଭାଗୀୟ ଏସ୍‌ପି ଦିଲ୍ଲୀପ ତ୍ରିପାଠୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଦିଲ୍ଲୀର ଗଗନଦୀପ ଚାଓ୍ବଲା ନାମକ ଜଣେ ବ୍ୟବସାୟୀଙ୍କ ନିକଟରୁ ଅର୍ଦ୍ଧେନ୍ଦୁ ନିଜ ଚ୍ୟାନେଲ ପାଇଁ ପ୍ରାୟ କୋଟିଏ ଟଙ୍କାର ସାମଗ୍ରୀ କିଣିଥିଲେ। ମାତ୍ର ସେ ଏହି ଟଙ୍କା ଦେଇ ନ ଥିବା ନେଇ ବ୍ୟବସାୟୀଜଣକ ଇଓଡବ୍ଲ୍ୟୁ ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ଖୋଳତାଡ଼ କରି ଇଓଡବ୍ଲ୍ୟୁ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?